Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 47:21 - ପବିତ୍ର ବାଇବଲ

21 ଏବଂ ଏହିପରି ଭାବରେ ସମସ୍ତ ଲୋକ ଫାରୋଙ୍କର ଦାସ ହେଲେ। ମିଶରରେ ଗ୍ଭରିଆଡ଼େ ଲୋକମାନେ ଫାରୋଙ୍କର ଦାସ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତହିଁରେ ସେ ମିସରର ଏକ ସୀମାଠାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ନଗରେ ନଗରେ ପ୍ରଜାମାନଙ୍କୁ ପ୍ରବାସ କରାଇଲେ।

Gade chapit la Kopi

ଓଡିଆ ବାଇବେଲ

21 ତହିଁରେ ସେ ମିସରର ଏକ ସୀମାଠାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ନଗରେ ନଗରେ ପ୍ରଜାମାନଙ୍କୁ ପ୍ରବାସ କରାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହିଁରେ ସେ ମିସରର ଏକ ସୀମାଠାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ନଗରେ ନଗରେ ପ୍ରଜାମାନଙ୍କୁ ପ୍ରବାସ କରାଇଲେ।

Gade chapit la Kopi




ଆଦି ପୁସ୍ତକ 47:21
3 Referans Kwoze  

ଯୋଷେଫ ସେହି ସାତ ବର୍ଷରେ ମିଶର ଦେଶରେ ଉତ୍ପନ୍ନ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ। ଯେଉଁ ନଗରର ଗ୍ଭରିଆଡ଼େ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହା ସବୁ ସେହି ନଗରରେ ସଞ୍ଚିତ ହେଲା।


ତେଣୁ ଯୋଷେଫ ଫାରୋଙ୍କ ନିମନ୍ତେ ମିଶର ଦେଶର ସମସ୍ତ ଭୂମି କ୍ରୟ କଲେ। ମିଶରରେ ସମସ୍ତ ଲୋକ ସେମାନଙ୍କର ଭୂମି ସବୁ ବିକ୍ରୟ କଲେ। ସେମାନେ ଭୋକରେ ଥିବାରୁ ଏହିପରି କଲେ।


ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ। କାରଣ ଫାରୋ ସେମାନଙ୍କୁ ବୃତ୍ତି ଯୋଗାଇଲେ। ଏଣୁ ଫାରୋଙ୍କର ଦ୍ୱାରା ଦିଆ ଯାଇଥିବା ବୃତ୍ତିରେ ସେମାନେ ବଞ୍ଚୁଥିଲେ। ସେମାନେ ଆପଣା ଭୂମି ବିକ୍ରୟ କଲେ ନାହିଁ।


Swiv nou:

Piblisite


Piblisite