Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 47:5 - ପବିତ୍ର ବାଇବଲ

5 ଏହା ପରେ ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭର ପିତା ଓ ତୁମ୍ଭର ଭାଇମାନେ ତୁମ୍ଭ ନିକଟକୁ ଆସି ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସି ଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

5 ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, “ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସି ଅଛନ୍ତି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, “ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସିଅଛନ୍ତି,

Gade chapit la Kopi




ଆଦି ପୁସ୍ତକ 47:5
2 Referans Kwoze  

ସେମାନେ ଫାରୋଙ୍କୁ କହିଲେ, “କିଣାନର ଦୁର୍ଭିକ୍ଷ ବହୁତ ଖରାପ ଅଛି। ଆମ୍ଭମାନଙ୍କର ପଶୁମାନଙ୍କ ପାଇଁ ସେଠାରେ କୌଣସି ଭୂମିରେ ଘାସ କଅଁଳୁ ନାହିଁ। ତେଣୁ ଆମ୍ଭେମାନେ ଏହିଠାକୁ ବାସ କରିବାକୁ ଆସିଅଛୁ। ଆମ୍ଭେ ଦୟାକରି ଗୋଶନ ଦେଶରେ ରହି ପାରିବୁ କି?”


ତୁମ୍ଭେ ସେମାନଙ୍କୁ ମିଶରର ଯେକୌଣସି ସ୍ଥାନରେ ଆମ୍ଭମାନଙ୍କର ଭୂମିର ଅଂଶରୁ ନିଜର ରୁଚି ଅନୁସାରେ ଦେଇ ପାର। ମିଶରର ସବୁଠାରୁ ଭଲ ଭୂମି ତୁମ୍ଭର ପିତା ଓ ତୁମ୍ଭର ଭାଇମାନଙ୍କୁ ଦିଅ। ସେମାନେ ଗୋଶନ ଦେଶରେ ରୁହନ୍ତୁ। ରହିବା ପାଇଁ ସେମାନଙ୍କୁ ଗୋଶନ ପ୍ରଦେଶ ଦିଅ। ଏବଂ ସେମାନେ ଯଦି ପାରଙ୍ଗମ ତେବେ ସେମାନଙ୍କୁ ମୋର ପଶୁପଲଗୁଡ଼ିର ଅଧ୍ୟକ୍ଷ ଭାବରେ ନିଯୁକ୍ତ କର।”


Swiv nou:

Piblisite


Piblisite