Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 48:13 - ପବିତ୍ର ବାଇବଲ

13 ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ଭାଗରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଦକ୍ଷିଣ ଭାଗରେ ଉପସ୍ଥିତ କରାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅନନ୍ତର ଯୋଷେଫ ସେ ଦୁହିଁଙ୍କି ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ଭାଗରେ ଓ ବାମ ହସ୍ତରେ ମନଃଶିକି ଧରି ଇସ୍ରାଏଲଙ୍କ ଦକ୍ଷିଣ ଭାଗରେ ଉପସ୍ଥିତ କରାଇଲେ।

Gade chapit la Kopi

ଓଡିଆ ବାଇବେଲ

13 ଏଥିଉତ୍ତାରେ ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ପାର୍ଶ୍ୱରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଡାହାଣ ପାର୍ଶ୍ୱରେ ଉପସ୍ଥିତ କରାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିଉତ୍ତାରେ ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ପାର୍ଶ୍ୱରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଡାହାଣ ପାର୍ଶ୍ୱରେ ଉପସ୍ଥିତ କରାଇଲେ।

Gade chapit la Kopi




ଆଦି ପୁସ୍ତକ 48:13
6 Referans Kwoze  

ଏହା ପରେ ଯୋଷେଫ ପିତାଙ୍କର କୋଳରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ।


ଇସ୍ରାଏଲ ନିଜର ଦକ୍ଷିଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମୁଣ୍ଡରେ ତାଙ୍କର ବାମ ହସ୍ତ ରଖିଲେ। ଏହା ପରେ ଇସ୍ରାଏଲ ତାଙ୍କର ବାମହସ୍ତ ମନଃଶିର ମସ୍ତକ ଉପରେ ରଖିଲେ ଯିଏ କି ପ୍ରଥମେ ଜନ୍ମ ହୋଇଥିଲା।


ପ୍ରଥମ ପୁତ୍ରର ନାମ ଦେଲେ ମନଃଶି। ଯୋଷେଫ ତାଙ୍କର ନାମ ଏହିପରି ଦେଲେ କାରଣ ଯୋଷେଫ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇଛନ୍ତି।”


ମିଶରରେ ଯୋଷେଫଙ୍କର ଦୁଇ ପୁତ୍ର ଥିଲେ। ମନଃଶି ଓ ଇଫ୍ରୟିମ। ଯୋଷେଫଙ୍କ ସ୍ତ୍ରୀ ଆସନତ, ସେମାନଙ୍କୁ ଜନ୍ମ କରିଥିଲେ। ଯିଏ ଓନ୍ ନଗରସ୍ଥ ପୋଟୀଫର ଯାଜକର କନ୍ୟା ଥିଲେ।


ଯୋଷେଫଙ୍କ ଦୁଇପୁତ୍ର ହେଲେ ମନଃଶି ଓ ଇଫ୍ରୟିମ। ଏମାନେ ପ୍ରତ୍ୟେକ ଏକ ଏକ ପରିବାରବର୍ଗ ହେଲେ।


ମନୁଷ୍ୟପୁତ୍ର ମେଷମାନଙ୍କୁ ତାହାଙ୍କ ଡାହାଣ ପଟେ ରଖିବେ ଓ ଛାଗକୁ ତାହାଙ୍କ ବାମ ପଟେ ରଖିବେ।


Swiv nou:

Piblisite


Piblisite