ଆଦି ପୁସ୍ତକ 48:21 - ପବିତ୍ର ବାଇବଲ21 ଏହା ପରେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ମୋର ମୃତ୍ୟୁ ସମୟ ପ୍ରାୟ ସନ୍ନିକଟ। ପରମେଶ୍ୱର ତୁମ୍ଭକୁ ସଦୟ ହୁଅନ୍ତୁ। ସେ ତୁମ୍ଭକୁ ପୁନର୍ବାର ତୁମ୍ଭର ପୂର୍ବପୁରୁଷଙ୍କ ଦେଶକୁ ନେଇ ଯିବେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ଵର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ। Gade chapit laଓଡିଆ ବାଇବେଲ21 ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ। Gade chapit la |
“ମୋର ମୃତ୍ୟୁ ସମୟ ନିକଟ ହେଲାଣି। ତୁମ୍ଭେମାନେ ଜାଣ ଏବଂ ଭଲ ଭାବରେ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ କିପରି ସହାୟତା ଦେଇଛନ୍ତି। ଏବଂ ତୁମ୍ଭ ପାଇଁ କ’ଣ କରିଛନ୍ତି। ସେ ଯାହା କହିଛନ୍ତି ସେ ତାହା ଦେଇଛନ୍ତି। ସଦାପ୍ରଭୁ ତାଙ୍କର ସବୁ ଉତ୍ତମ ପ୍ରତିଜ୍ଞା ପୂରଣ କରିଛନ୍ତି, ଯାହା ସେ ତୁମ୍ଭ ସହିତ ପ୍ରତିଜ୍ଞା କରିଥିଲେ। ଆମ୍ଭକୁ ସବୁ ଦେଇଛନ୍ତି ସେ ଯାହାସବୁ ଆମ୍ଭ ସହିତ ପ୍ରତିଜ୍ଞା କରିଛନ୍ତି।