Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 48:6 - ପବିତ୍ର ବାଇବଲ

6 ଏମାନଙ୍କ ପରେ ତୁମ୍ଭର ଯେଉଁ ସନ୍ତାନ ଜନ୍ମ ନେବେ। ସେମାନେ ତୁମ୍ଭର ହେବେ ଏବଂ ତାଙ୍କର ଭାଇମାନଙ୍କ ସହିତ ସେମାନେ ସମ୍ପତ୍ତି ପାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଅଧିକାରରେ ବିଖ୍ୟାତ ହେବେ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।

Gade chapit la Kopi




ଆଦି ପୁସ୍ତକ 48:6
3 Referans Kwoze  

ବାରଟି ବଂଶଧରଙ୍କୁ ସେମାନଙ୍କର ଭୂମିର ଅଧିକାର ଦେଇଥିଲେ। ଯୋଷେଫଙ୍କର ପୁତ୍ରଗଣ ଦୁଇଟି ବଂଶରେ ବିଭକ୍ତ ହେଲେ। ସେମାନେ ହେଲେ, ମନଃଶି ଓ ଇଫ୍ରୟିମ। ଏବଂ ପ୍ରତ୍ୟେକ ବଂଶଧରମାନେ କିଛି କିଛି ଭୂମି ଲାଭ କଲେ। କିନ୍ତୁ ଲେବୀ ବଂଶଧରମାନଙ୍କୁ କୌଣସି ଭୂମି ଦିଆଗଲା ନାହିଁ। ଯାହା ହେଉ ସେମାନଙ୍କୁ କେବଳ ଏକ ଛୋଟ ସହର ବାସ କରିବା ପାଇଁ ଅଧିକାର ଦିଆ ଯାଇଥିଲା। ସେହି ସହର ଗୁଡ଼ିକ ହେଲା, ପ୍ରତ୍ୟେକ ପରିବାରବର୍ଗର ଦେଶ, ସେମାନଙ୍କର ପଶୁମାନେ ଚରିବା ପାଇଁ କିଛି ପଡ଼ିଆ ଦିଆଯାଇଥିଲା।


ଏବଂ ବର୍ତ୍ତମାନ ତୁମ୍ଭର ଦୁଇ ପୁତ୍ର ଅଛନ୍ତି। ଏହି ଦୁଇ ପୁତ୍ର ମିଶରରେ ମୋର ଆସିବା ପୂର୍ବରୁ ଜନ୍ମିଛନ୍ତି। ତୁମ୍ଭର ଦୁଇ ପୁତ୍ର ଇଫ୍ରୟିମ ଓ ମନଃଶି ମୋ’ ନିଜର ପୁତ୍ର ପରି। ସେମାନେ ରୁବେନ୍ ଓ ଶିମିୟୋନଙ୍କ ପରି ମୋ’ ପାଇଁ ଅଟନ୍ତି।


ପଦ୍ଦନ୍ ଅରାମଠାରୁ କିଣାନ ଦେଶକୁ ମୋର ଆଗମନ କାଳରେ ରାହେଲ, ଇଫ୍ରାଥାର ରାସ୍ତାରେ ମରିଗଲା। ସେଥି ନିମନ୍ତେ ମୁଁ ତାକୁ ଇଫ୍ରାଥାରେ (ବୈ‌ଥ୍‌ଲେହମରେ) କବର ଦେଲି।”


Swiv nou:

Piblisite


Piblisite