Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 48:8 - ପବିତ୍ର ବାଇବଲ

8 ଏହା ପରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଗ୍ଭରିଲେ, “ଏମାନେ କିଏ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, ଏମାନେ କିଏ?

Gade chapit la Kopi

ଓଡିଆ ବାଇବେଲ

8 ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ?”

Gade chapit la Kopi




ଆଦି ପୁସ୍ତକ 48:8
3 Referans Kwoze  

ଇସ୍ରାଏଲ ବହୁତ ବୃଦ୍ଧ ହୋଇଥିବାରୁ ତାଙ୍କୁ ଭଲ ଦେଖା ଯାଉ ନ ଥିଲା। ତେଣୁ ଯୋଷେଫ ତାଙ୍କର ପୁତ୍ରମାନଙ୍କୁ ଇସ୍ରାଏଲଙ୍କ ନିକଟକୁ ନେଲେ। ଇସ୍ରାଏଲ ସେମାନଙ୍କୁ ଚୁମ୍ବନ ଦେଲେ ଓ କୋଳେଇ ନେଲେ।


ଯୋଷେଫ ଆପଣା ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋ’ ନିକଟକୁ ଆଣ। ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।”


ସଦାପ୍ରଭୁଙ୍କ ଅନ୍ୱେଷଣ କର ଓ ବଞ୍ଚି ରୁହ। ତୁମ୍ଭେ ଯଦି ସଦାପ୍ରଭୁଙ୍କ ନିକଟକୁ ନ ଯିବ ତାହାହେଲେ ଗୋଟିଏ ଅଗ୍ନି ସଞ୍ଚାର ହେବ ଏବଂ ସେହି ଅଗ୍ନି ଯୋଷେଫଙ୍କ ଗୃହକୁ ଧ୍ୱଂସ କରିବ ଏବଂ କୌଣସି ବ୍ୟକ୍ତି ବୈଥଲରେ ସେ ଅଗ୍ନିକୁ ଲିଭାଇ କରି ପାରିବେ ନାହିଁ।


Swiv nou:

Piblisite


Piblisite