ଆଦି ପୁସ୍ତକ 49:1 - ପବିତ୍ର ବାଇବଲ1 ଏହା ପରେ ଯାକୁବ ତାଙ୍କର ପୁତ୍ରମାନଙ୍କୁ ଆପଣା ନିକଟକୁ ଡକାଇଲେ। ସେ କହିଲେ, “ହେ ମୋର ପୁତ୍ରଗଣ, ମୋ’ ନିକଟକୁ ଆସ। ଭବିଷ୍ୟତ କଥା ମୁଁ ତୁମ୍ଭମାନଙ୍କୁ କହିବି। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି। Gade chapit la |