ଆଦି ପୁସ୍ତକ 49:11 - ପବିତ୍ର ବାଇବଲ11 ସେ ଦ୍ରାକ୍ଷାଲତା ନିକଟରେ ଆପଣା ଗଧକୁ ବାନ୍ଧିଲେ। ସେ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗଧର ଛୁଆକୁ ବାନ୍ଧିବ। ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଆପଣା ପରିଧେୟ ବସ୍ତ୍ର ଧୋଇବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରକ୍ତରେ ଆପଣା ପରିଧେୟ ବସ୍ତ୍ର ଧୋଇବ। Gade chapit laଓଡିଆ ବାଇବେଲ11 ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ। Gade chapit la |