Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 49:2 - ପବିତ୍ର ବାଇବଲ

2 “ହେ ଯାକୁବର ପୁତ୍ରଗଣ ଏକତ୍ର ହୋଇ ମୋ’ କଥା ଶୁଣ। ତୁମ୍ଭେମାନେ ତୁମ୍ଭର ପିତା, ଇସ୍ରାଏଲଙ୍କ କଥା ଶୁଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ।

Gade chapit la Kopi

ଓଡିଆ ବାଇବେଲ

2 ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ।

Gade chapit la Kopi




ଆଦି ପୁସ୍ତକ 49:2
13 Referans Kwoze  

ହେ ପିଲାମାନେ, ଆସ ମୋ’ କଥା ଶୁଣ; କିପରି ସଦାପ୍ରଭୁଙ୍କୁ ସମ୍ମାନ କରାଯାଏ ମୁଁ ତୁମ୍ଭକୁ ଶିକ୍ଷା ଦେବି।


ହେ ମୋର ପୁତ୍ର, ତୁମ୍ଭର ହୃଦୟ ମୋତେ ଦିଅ। ତୁମ୍ଭର ଚକ୍ଷୁ ମୋ’ ପଥରେ ତୁଷ୍ଟ ହେଉ।


ତୁମ୍ଭର ଜନ୍ମଦାତା ପିତାର କଥା ଶୁଣ, ପିତାମାତା ବୃଦ୍ଧା ହେଲେ ତାହାକୁ ତୁଚ୍ଛ କର ନାହିଁ।


“ଏଥିପାଇଁ ହେ ମୋର ପୁତ୍ରମାନେ, ମୋର କଥା ଶୁଣ। ଯଦି ତୁମ୍ଭେମାନେ ମୋର ପଥ ଧରିବ, ତୁମ୍ଭେ ଧନ୍ୟ ହେବ।


ଏଣୁ ହେ ମୋର ପୁତ୍ରମାନେ, ମୋର କଥା ଶୁଣ। ମୋ’ କଥାରେ ମନୋନିବେଶ କର।


ହେ ମୋର ପୁତ୍ର, ମୋର ବାକ୍ୟକୁ ମନେରଖ, ମୋର ଆଦେଶକୁ ଭୁଲ ନାହିଁ।


ହେ ମୋର ପୁତ୍ର, ଆପଣା ପିତାର ଆଜ୍ଞା ପାଳନ କର। ଏବଂ ମାତାର ଉପଦେଶ ଭୁଲ ନାହିଁ।


ହେ ମୋର ପୁତ୍ର, ମୋ’ ଜ୍ଞାନରେ ମନ ଦିଅ। ମୋର ବୁଦ୍ଧି ପାଇଁ କାନ ଡେର।


“ହେ ମୋର ପ୍ରଥମ ପୁତ୍ର ରୁବେନ୍, ତୁମ୍ଭେ ମୋର ପ୍ରଥମଜାତ ପୁତ୍ର। ତୁମ୍ଭେ ମୋର ବଳ ଓ ଶକ୍ତିର ପ୍ରଥମ ଫଳ ଏବଂ ପୁଣି ମୋର ପୁତ୍ରମାନଙ୍କ ମଧ୍ୟରେ ତୁମ୍ଭେ ସବୁଠୁଁ ସମ୍ମାନିତ ଏବଂ ଶକ୍ତିଶାଳୀ ଥିଲ।


ଯଦି ଜଣେ ବ୍ୟକ୍ତି ଜୀବନକୁ ଭଲ ପାଏ ଏବଂ ସେ ଦୀର୍ଘ ନିରାମୟ ଜୀବନଯାପନ କରିବାକୁ ଇଚ୍ଛା କରେ।


“ତୁମ୍ଭେମାନେ ସମସ୍ତେ ଏକତ୍ରିତ ହୋଇ ଆମ୍ଭ କଥା ଶ୍ରବଣ କର; ସେମାନଙ୍କ ମଧ୍ୟରେ କିଏ ଏହିସବୁ କଥା କରିଅଛନ୍ତି?” ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି। ସେ ବାବିଲ ଉପରେ ତାଙ୍କର ଉଦ୍ଦେଶ୍ୟ ସଫଳ କରିବେ ଓ କ‌‌ଲ୍‌‌ଦୀୟମାନଙ୍କ ଉପରେ ତାଙ୍କର ବାହୁ ରହିବ।


Swiv nou:

Piblisite


Piblisite