ଆଦି ପୁସ୍ତକ 49:3 - ପବିତ୍ର ବାଇବଲ3 “ହେ ମୋର ପ୍ରଥମ ପୁତ୍ର ରୁବେନ୍, ତୁମ୍ଭେ ମୋର ପ୍ରଥମଜାତ ପୁତ୍ର। ତୁମ୍ଭେ ମୋର ବଳ ଓ ଶକ୍ତିର ପ୍ରଥମ ଫଳ ଏବଂ ପୁଣି ମୋର ପୁତ୍ରମାନଙ୍କ ମଧ୍ୟରେ ତୁମ୍ଭେ ସବୁଠୁଁ ସମ୍ମାନିତ ଏବଂ ଶକ୍ତିଶାଳୀ ଥିଲ। Gade chapit laପବିତ୍ର ବାଇବଲ (Re-edited) - (BSI)3 ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ। Gade chapit laଓଡିଆ ବାଇବେଲ3 ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋ’ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ। Gade chapit la |
ରୁବେନ୍ ଇସ୍ରାଏଲଙ୍କର ପ୍ରଥମଜାତ ପୁତ୍ର ଥିଲେ। ସେଥିପାଇଁ ସେ ବିଶେଷ ଆଶୀର୍ବାଦ ପାଇବାର ଉଚିତ୍ ଥିଲା, କିନ୍ତୁ ସେ ନିଜ ପିତାଙ୍କର ସ୍ତ୍ରୀଙ୍କ ସହିତ ଯୌନ ସମ୍ପର୍କ ସ୍ଥାପନ କରିଥିଲେ। ତେଣୁ ଏହି ସମସ୍ତ ଆଶୀର୍ବାଦ ଯୋଷେଫଙ୍କ ପୁତ୍ରଙ୍କୁ ଦିଆଗଲା। ପରିବାରର ଇତିହାସରେ ଜନ୍ମଗତ ଅଧିକାର ଅନୁସାରେ, ପ୍ରଥମଜାତ ପୁତ୍ର ଭାବରେ ରୁବେନଙ୍କ ନାମ ଲିଖିତ ହୋଇ ନାହିଁ। ଯଦିଓ ଯିହୁଦା ତାଙ୍କର ଭ୍ରାତାମାନଙ୍କ ମଧ୍ୟରେ ଅଧିକ ଶକ୍ତିଶାଳୀ ହେଲେ ଏବଂ ଜଣେ ଶାସକ ତାଙ୍କ ବଂଶରୁ ଆସିଲେ ଜନ୍ମଗତ ଅଧିକାର ଓ ଆଶୀର୍ବାଦ ଯୋଷେଫଙ୍କ ପରିବାର ପାଇଲା। ରୁବେନଙ୍କ ପୁତ୍ରମାନେ ଥିଲେ: ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମୀ।