Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 49:5 - ପବିତ୍ର ବାଇବଲ

5 “ଶିମିୟୋନ ଓ ଲେବୀ ଦୁଇ ସହୋଦର, ସେମାନଙ୍କର ଖ‌‌‌‌ଡ଼୍‌‌‌‌ଗ ଦୌରାତ୍ମ୍ୟର ଅସ୍ତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଶିମୀୟୋନ୍ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ଼୍‍ଗ ଦୌରାତ୍ମ୍ୟର ଅସ୍ତ୍ର।

Gade chapit la Kopi

ଓଡିଆ ବାଇବେଲ

5 ଶିମୀୟୋନ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ୍ଗ ଦୌରାତ୍ମ୍ୟର ଅସ୍ତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଶିମୀୟୋନ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ୍ଗ ଦୌରାତ୍ମ୍ୟର ଅସ୍ତ୍ର।

Gade chapit la Kopi




ଆଦି ପୁସ୍ତକ 49:5
8 Referans Kwoze  

ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ।


ଶିମିୟୋନର ଗୋଷ୍ଠୀବର୍ଗରୁ ଅମ୍ମୀହୂଦର ପୁତ୍ର ଶମୂୟେଲ।


ଏହିପରି ଇସ୍ରାଏଲ ସନ୍ତାନଗଣ ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି ଭାବରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳଭୂମି ଦେଲେ।


ଶିମିୟୋନ ପରିବାରବର୍ଗରୁ 12,000 ଲେବୀ ପରିବାରବର୍ଗରୁ 12,000 ଇସାଖର ପରିବାରବର୍ଗରୁ 12,000


Swiv nou:

Piblisite


Piblisite