Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 49:7 - ପବିତ୍ର ବାଇବଲ

7 ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ। କାରଣ ତାହା ପ୍ରଚଣ୍ଡ ଥିଲା। ସେମାନଙ୍କ କୋପ ଅଭିଶପ୍ତ ହେଉ, କାରଣ ତାହା ନିଷ୍ଠୁର ଥିଲା। ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି। ଏବଂ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେମାନଙ୍କ କ୍ରୋଧ, ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ତ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।

Gade chapit la Kopi

ଓଡିଆ ବାଇବେଲ

7 ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ଡ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ, କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ଡ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ, କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।

Gade chapit la Kopi




ଆଦି ପୁସ୍ତକ 49:7
11 Referans Kwoze  

ପଥର ଭାରୀ ଅଟେ ମାତ୍ର ବାଲି ପ୍ରବଳ ଅଟେ। ଅଜ୍ଞାନୀ ଦ୍ୱାରା ଯେଉଁ ସମସ୍ୟା ଆସେ ତାହା ଅନ୍ୟ ଅପେକ୍ଷା ବହୁତ ଶକ୍ତିଶାଳୀ ଅଟେ।


ସେହି ସମସ୍ତ ନଗରୀ ସେମାନେ ଯିହୁଦା, ଶିମିୟୋନ୍, ଓ ବିନ୍ୟାମୀନର ଗୋଷ୍ଠୀଙ୍କଠାରୁ ପ୍ରାପ୍ତ ହୋଇଥିଲେ। ଯେଉଁଗୁଡ଼ିକର ନାମ ଗୁଲିବାଣ୍ଟରେ ଉଲ୍ଲେଖ କରାଯାଇଛି।


ତା'ପରେ ଅମ୍ନୋନ ତାକୁ ଅତି ଘୃଣା କଲା, ସେ ତାକୁ ଯେପରି ପ୍ରେମ କରିଥିଲା, ତା’ ଅପେକ୍ଷା ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, “ଉଠ ଏଠାରୁ ଗ୍ଭଲିଯାଅ।”


ଇସ୍ରାଏଲ ବୃହତ ପରିବାରବର୍ଗ ଅଧିକ ନଗର ନେବେ। ଏବଂ ତୁମ୍ଭେମାନେ ଛୋଟ ପରିବାରବର୍ଗଠାରୁ ଅଳ୍ପ ନେବ। ପ୍ରତ୍ୟେକ ପରିବାରବର୍ଗ ସେମାନଙ୍କର ଅଂଶ ଅନୁସାରେ ଲେବୀୟମାନଙ୍କୁ କିଛି ନଗର ଦେବେ।”


ରାଗିଲୋକ ସର୍ବଦା ବିଶୃଙ୍ଖଳା ବାତାବରଣ ସୃଷ୍ଟି କରନ୍ତି। ରାଗି ଲୋକମାନେ କେତେକ ପାପ କରିବସନ୍ତି।


Swiv nou:

Piblisite


Piblisite