Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 5:10 - ପବିତ୍ର ବାଇବଲ

10 କୟିନାନର ଜନ୍ମ ପରେ ଈନୋଶ 815 ବର୍ଷ ବଞ୍ଚିଲା। ସେହି ସମୟ ମଧ୍ୟରେ ତାହାର ଅନ୍ୟ ପୁତ୍ରକନ୍ୟାମାନ ଜନ୍ମ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

Gade chapit la Kopi

ଓଡିଆ ବାଇବେଲ

10 ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠ ଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

Gade chapit la Kopi




ଆଦି ପୁସ୍ତକ 5:10
3 Referans Kwoze  

ଈନୋଶର ନବେ ବର୍ଷ ବୟସରେ ତା'ର ଏକ ପୁତ୍ର ଜନ୍ମିଥିଲା। ତା'ର ନାମ ଥିଲା କୟିନାନ୍।


ଏହିପରି ଈନୋଶ ମୋଟ 905 ବର୍ଷ ବଞ୍ଚିଲା ପରେ ମୃତ୍ୟୁବରଣ କଲା।


ଶେଥର ଜନ୍ମ ପରେ ଆଦମ 800 ବର୍ଷ ବଞ୍ଚିଲା। ସେହି ସମୟରେ ଆଉ ପୁତ୍ରକନ୍ୟାମାନଙ୍କୁ ଜନ୍ମ କଲା।


Swiv nou:

Piblisite


Piblisite