Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 5:13 - ପବିତ୍ର ବାଇବଲ

13 ମହଲଲେଲ ଜନ୍ମ ହେବାପରେ କୟିନାନ 840 ବର୍ଷ ବଞ୍ଚିଲା। ସେହି ସମୟ ମଧ୍ୟରେ କୟିନାନର ଅନ୍ୟ ପୁତ୍ର ଓ କନ୍ୟାଗଣ ଜନ୍ମ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;

Gade chapit la Kopi

ଓଡିଆ ବାଇବେଲ

13 ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠ ଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;

Gade chapit la Kopi




ଆଦି ପୁସ୍ତକ 5:13
4 Referans Kwoze  

ଲେମଖ ମଥୂଶେଲହଙ୍କ ପୁତ୍ର। ମଥୂଶେଲହ ହନୋକଙ୍କ ପୁତ୍ର। ହନୋକ ଯେରଦଙ୍କ ପୁତ୍ର। ଯେରଦ ମହଲଲେଲଙ୍କ ପୁତ୍ର। ମହଲଲେଲ କେନାନଙ୍କ ପୁତ୍ର।


କୟିନାନ ସତୁରି ବର୍ଷ ବୟସରେ ତା'ର ଏକ ପୁତ୍ର ଜନ୍ମ କଲା, ତାହାର ନାମ ମହଲଲେଲ।


ଏହିପରି ଭାବରେ କୟିନାନ 910 ବର୍ଷ ବଞ୍ଚିଲା ପରେ ମୃତ୍ୟୁବରଣ କଲା।


ଶେଥର ଜନ୍ମ ପରେ ଆଦମ 800 ବର୍ଷ ବଞ୍ଚିଲା। ସେହି ସମୟରେ ଆଉ ପୁତ୍ରକନ୍ୟାମାନଙ୍କୁ ଜନ୍ମ କଲା।


Swiv nou:

Piblisite


Piblisite