Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 5:16 - ପବିତ୍ର ବାଇବଲ

16 ଯେରଦ ଜନ୍ମ ହେଲା ପରେ ମହଲଲେଲ 830 ବର୍ଷ ବଞ୍ଚିଲା ଏବଂ ସେହି ସମୟରେ ସେ ଅନ୍ୟ ପୁତ୍ର ଓ କନ୍ୟାମାନଙ୍କୁ ଜନ୍ମ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

Gade chapit la Kopi

ଓଡିଆ ବାଇବେଲ

16 ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେରଦ ଜନ୍ମିଲା ଉତ୍ତାରେ ସେ ଆଠ ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

Gade chapit la Kopi




ଆଦି ପୁସ୍ତକ 5:16
3 Referans Kwoze  

ଲେମଖ ମଥୂଶେଲହଙ୍କ ପୁତ୍ର। ମଥୂଶେଲହ ହନୋକଙ୍କ ପୁତ୍ର। ହନୋକ ଯେରଦଙ୍କ ପୁତ୍ର। ଯେରଦ ମହଲଲେଲଙ୍କ ପୁତ୍ର। ମହଲଲେଲ କେନାନଙ୍କ ପୁତ୍ର।


ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦ ନାମକ ଏକ ପୁତ୍ର ସନ୍ତାନ ଜନ୍ମ କଲା।


ଏହିପରି ଭାବରେ ମହଲଲେଲ 895 ବର୍ଷ ବଞ୍ଚିଲା ପରେ ମୃତ୍ୟୁବରଣ କଲା।


Swiv nou:

Piblisite


Piblisite