Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 5:19 - ପବିତ୍ର ବାଇବଲ

19 ହନୋକ ଜନ୍ମ ହେଲା ପରେ, ଯେରଦ 800 ବର୍ଷ ବଞ୍ଚିଲା। ସେହି ସମୟ ମଧ୍ୟରେ ସେ ଅନ୍ୟ ପୁତ୍ର ଏବଂ କନ୍ୟାମାନଙ୍କୁ ଜନ୍ମ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

Gade chapit la Kopi

ଓଡିଆ ବାଇବେଲ

19 ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;

Gade chapit la Kopi




ଆଦି ପୁସ୍ତକ 5:19
3 Referans Kwoze  

ଯେରଦକୁ ଯେତେବେଳେ 162 ବର୍ଷ ବୟସ ହୋଇଥିଲା ସେ ସମୟରେ ତାଙ୍କର ଏକପୁତ୍ର ଜନ୍ମ ହେଲା, ତାହାର ନାମ ହନୋକ।


ଏହିପରି ଭାବରେ ଯେରଦ 962 ବର୍ଷ ବଞ୍ଚି ମୃତ୍ୟୁବରଣ କଲା।


ଶେଥର ଜନ୍ମ ପରେ ଆଦମ 800 ବର୍ଷ ବଞ୍ଚିଲା। ସେହି ସମୟରେ ଆଉ ପୁତ୍ରକନ୍ୟାମାନଙ୍କୁ ଜନ୍ମ କଲା।


Swiv nou:

Piblisite


Piblisite