Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 5:25 - ପବିତ୍ର ବାଇବଲ

25 ମଥୁଶେଲହ 187 ବର୍ଷ ବୟସରେ ତାଙ୍କର ଏକ ପୁତ୍ର ଜନ୍ମ କଲା। ତାହାର ନାମ ଲେମକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ମଥୂଶେଲହ ଶହେ ଶତାଶୀ ବର୍ଷ ବୟସରେ ଲେମକକୁ ଜାତ କଲା;

Gade chapit la Kopi

ଓଡିଆ ବାଇବେଲ

25 ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା;

Gade chapit la Kopi




ଆଦି ପୁସ୍ତକ 5:25
3 Referans Kwoze  

ହନୋକର ଏକ ପୁତ୍ର ଥିଲା ଯାହାର ନାମ ଈରଦ। ଈରଦର ଏକ ପୁତ୍ର ଥିଲା ଯାହାର ନାମ ମହୁୟାୟେଲ। ମହୁୟାୟେଲର ଏକ ପୁତ୍ର ଥିଲା ଯାହାର ନାମ ମଥୁଶାୟେଲ ଓ ମଥୁଶାୟେଲର ଏକ ପୁତ୍ର ଥିଲା ଯାହାର ନାମ ଲେମକ।


ଦିନେ, ଯେତେବେଳେ ହନୋକ ପରମେଶ୍ୱରଙ୍କୁ ଅନୁସରଣ କରୁଥିଲେ, ସେ ଅନ୍ତର୍ଦ୍ଧାନ ହେଲେ, ଯେହେତୁ ତାଙ୍କୁ ପରମେଶ୍ୱର ନେଇଗଲେ।


ଲେମକର ଜନ୍ମ ପରେ ମଥୂଶେଲହ 782 ବର୍ଷ ବଞ୍ଚିଲା ଏବଂ ସେ ଆହୁରି ଅନେକ ପୁତ୍ରକନ୍ୟାମାନଙ୍କୁ ଜନ୍ମ ଦେଇଥିଲା।


Swiv nou:

Piblisite


Piblisite