ଆଦି ପୁସ୍ତକ 5:5 - ପବିତ୍ର ବାଇବଲ5 ଏହିପରି ଆଦମ ମୋଟ 930 ବର୍ଷ ବଞ୍ଚି ମୃତ୍ୟୁବରଣ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ। Gade chapit laଓଡିଆ ବାଇବେଲ5 ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଦମଙ୍କର ବୟସ ସର୍ବସୁଦ୍ଧା ନଅ ଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ। Gade chapit la |
ଆହୁରି ସେମାନେ ଉଚ୍ଚସ୍ଥାନ ବିଷୟରେ ଭୟ କରିବେ ଓ ପଥରେ ତ୍ରାସ ହେବେ। ଆଉ ତୁମ୍ଭର ବାଳ ବାଦାମ ବୃକ୍ଷର ପୁଷ୍ପ ତୁଲ୍ୟ ଧଳା ଗତିରେ ପରିଣତ କରିବ। ତୁମ୍ଭର ଗତି ଝିଣ୍ଟିକାର ଗତି ସଦୃଶ ହେବ ଓ ତୁମ୍ଭେ ତୁମ୍ଭର ବଞ୍ଚିବାର ଇଚ୍ଛା ହରାଇବ। ଏବଂ ତା'ପରେ ତୁମ୍ଭେ ତୁମ୍ଭର ଚିରନିବାସକୁ (କବରକୁ) ଗମନ କରିବ। ଶୋକକାରୀମାନେ ଏକତ୍ରିତ ହୋଇ ତୁମ୍ଭର ମୃତ ଶରୀରକୁ କବର ସ୍ଥାନକୁ ନେବେ।