Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 5:7 - ପବିତ୍ର ବାଇବଲ

7 ଈନୋଶର ଜନ୍ମ ପରେ ଶେଥ 807 ବର୍ଷ ବଞ୍ଚିଲେ। ସେହି ସମୟ ମଧ୍ୟରେ ଶେଥର ଅନ୍ୟପୁତ୍ର ଓ କନ୍ୟାମାନେ ଜନ୍ମ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।

Gade chapit la Kopi

ଓଡିଆ ବାଇବେଲ

7 ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠ ଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।

Gade chapit la Kopi




ଆଦି ପୁସ୍ତକ 5:7
4 Referans Kwoze  

କେନାନ ଏନୋଶଙ୍କ ପୁତ୍ର। ଏନୋଶ ଶେଥଙ୍କ ପୁତ୍ର। ଶେଥ ଆଦମଙ୍କ ପୁତ୍ର। ଆଦମ ପରମେଶ୍ୱରଙ୍କ ପୁତ୍ର।


ଶେଥ 105 ବର୍ଷ ବୟସରେ ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ଈନୋଶ।


ଏହା ପରେ ଶେଥ ମୋଟ 912 ବର୍ଷ ବଞ୍ଚିବା ପରେ ମୃତ୍ୟୁବରଣ କଲା।


ଶେଥର ଜନ୍ମ ପରେ ଆଦମ 800 ବର୍ଷ ବଞ୍ଚିଲା। ସେହି ସମୟରେ ଆଉ ପୁତ୍ରକନ୍ୟାମାନଙ୍କୁ ଜନ୍ମ କଲା।


Swiv nou:

Piblisite


Piblisite