Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 50:1 - ପବିତ୍ର ବାଇବଲ

1 ଇସ୍ରାଏଲ ମରିଯିବା ପରେ, ଯୋଷେଫ ବହୁତ ଦୁଃଖ କଲେ ଏବଂ ସେ ରୋଦନ କଲେ ଓ ପିତାଙ୍କୁ ଚୁମ୍ବନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ଵନ କଲେ।

Gade chapit la Kopi

ଓଡିଆ ବାଇବେଲ

1 ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ବନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ବନ କଲେ।

Gade chapit la Kopi




ଆଦି ପୁସ୍ତକ 50:1
11 Referans Kwoze  

ଆମ୍ଭେ ତୁମ୍ଭ ସହିତ ମିଶରକୁ ଯିବି। ଏବଂ ଆମ୍ଭେ ତୁମ୍ଭକୁ ପୁନରାୟ ମିଶରରୁ ଆଣିବା। ତୁମ୍ଭେ ମିଶରରେ ଦେହ ତ୍ୟାଗ କରିବ। ତୁମ୍ଭେ ଦେହ ତ୍ୟାଗ କରିବା ସମୟରେ ଯୋଷେଫ ତୁମ୍ଭ ପାଖରେ ଥିବ।”


ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟରେ ତୁମ୍ଭେମାନେ ଅଜ୍ଞାତ ରୁହ ବୋଲି ଆମ୍ଭେ ଗ୍ଭହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭେମାନେ ଦୁଃଖୀ ହୁଅ ବୋଲି ଆମ୍ଭେ ଗ୍ଭହୁଁ ନାହୁଁ।


ହେ ପିତାମାନେ! ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ରଗାଅ ନାହିଁ। କିନ୍ତୁ ପ୍ରଭୁଙ୍କ ବିଷୟକ ଉପଦେଶ ଓ ଶିକ୍ଷା ଦେଇ ସେମାନଙ୍କୁ ପ୍ରତିପାଳନ କର।


ଇଲୀଶାୟ ପୀଡ଼ିତ ହେଲେ, ପରେ ଅସୁସ୍ଥତାରୁ ମୃତ୍ୟୁବରଣ କଲେ। ଇସ୍ରାଏଲ ରାଜା ଯୋୟାଶ୍ ତାଙ୍କୁ ସାକ୍ଷାତ କରିବାକୁ ଗଲେ। ସେ ରୋଦନ କରି କହିଲେ, “ହେ ମୋର ପିତା! ହେ ମୋର ପିତା! ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ ପାଇଁ ଏହା ସମୟ କି?”


ସାରା କିଣାନ ଦେଶସ୍ଥ କିରିୟଥ-ଅର୍ବର ହିବ୍ରୋଣରେ ମଲେ। ଅବ୍ରହାମ ଏଥିପାଇଁ ମନ ଦୁଃଖ କଲେ ଓ କ୍ରନ୍ଦନ କଲେ।


ଯାକୁବ ତାଙ୍କର ପିଲାମାନଙ୍କ ସହିତ କଥାବାର୍ତ୍ତା କଲା ପରେ, ସେ ଶଯ୍ୟାରେ ଦୁଇପାଦ ଏକତ୍ର ବିଛଣା ଭିତରକୁ କରି ପ୍ରାଣତ୍ୟାଗ କଲେ।


ଯୋଷେଫ ତାଙ୍କର ବୈଦ୍ୟମାନଙ୍କୁ ତାଙ୍କ ପିତାଙ୍କର ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ। ସେମାନେ ଶରୀରକୁ ମିଶରୀୟ ପଦ୍ଧତିରେ ପ୍ରସ୍ତୁତ କଲେ।


Swiv nou:

Piblisite


Piblisite