ଆଦି ପୁସ୍ତକ 6:1 - ପବିତ୍ର ବାଇବଲ1 ପୃଥିବୀରେ ମନୁଷ୍ୟମାନଙ୍କର ସଂଖ୍ୟା ବଢ଼ିବାକୁ ଲାଗିଲା। ମନୁଷ୍ୟମାନଙ୍କର ଅନେକ କନ୍ୟାଜାତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ; Gade chapit laଓଡିଆ ବାଇବେଲ1 ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ; Gade chapit la |
ପରମେଶ୍ୱରଙ୍କର ପୁତ୍ରଗଣ ଦେଖିଲେ, ସେହି କନ୍ୟାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ୱରଙ୍କର ପୁତ୍ରଗଣ ସେମାନଙ୍କ ପସନ୍ଦ ଅନୁସାରେ ସେମାନଙ୍କୁ ବିବାହ କଲେ। ସେହି ସ୍ତ୍ରୀମାନେ ପିଲାମାନଙ୍କୁ ଜନ୍ମ ଦେଲେ। ସେହି ସମୟରେ ଓ ପରେ ମଧ୍ୟ ପୃଥିବୀରେ ଦୈତ୍ୟମାନେ ଥିଲେ। ସେମାନେ ପୂର୍ବ ସମୟର ପ୍ରସିଦ୍ଧ ଯୋଦ୍ଧା ଥିଲେ। ଏହା ପରେ ସଦାପ୍ରଭୁ କହିଲେ, “ଲୋକମାନେ ମନୁଷ୍ୟ ମାତ୍ର, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, କାରଣ ସେମାନେ କେବଳ ଶାରୀରିକ ଅଟନ୍ତି। ଏଥିପାଇଁ ସେମାନଙ୍କର ପରମାୟୁ 120 ବର୍ଷ ହେବ।”