ଆଦି ପୁସ୍ତକ 6:15 - ପବିତ୍ର ବାଇବଲ15 “ସେହି ଜାହାଜଟିକୁ ଏହିପରି ନିର୍ମାଣ କର ଯେ, ଏହାର ଲମ୍ବ ଯେପରି 300 ହାତ, ପ୍ରସ୍ଥ ପଗ୍ଭଶ୍ ହାତ ଏବଂ ତାହାର ଉଚ୍ଚତା ତିରିଶ୍ ହାତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)15 ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନିଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ। Gade chapit laଓଡିଆ ବାଇବେଲ15 ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନିଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନି ଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ। Gade chapit la |