Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 6:16 - ପବିତ୍ର ବାଇବଲ

16 ଉପରୁ ଏକ ହାତ ଛାଡ଼ି ଝରକା କରିବ। ସେହି ଜାହାଜର ପାର୍ଶ୍ୱରେ ଗୋଟିଏ ଦ୍ୱାର ରହିବ। ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଚଟାଣ ବନାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ଵରେ ଦ୍ଵାର ରଖିବ; ଆଉ ତହିଁର ପ୍ରଥମ, ଦ୍ଵିତୀୟ ଓ ତୃତୀୟ ତଳ ବନାଇବ।

Gade chapit la Kopi

ଓଡିଆ ବାଇବେଲ

16 ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।

Gade chapit la Kopi




ଆଦି ପୁସ୍ତକ 6:16
9 Referans Kwoze  

କାଷ୍ଠ ଆଚ୍ଛାଦିତ ଦ୍ୱାରର ସମ୍ମୁଖ ସ୍ଥାନ, ବନ୍ଦ ଜଳାକବାଟି ସବୁ, ଦ୍ୱାର ସମ୍ମୁଖ ସ୍ଥାନର ନିକଟସ୍ଥ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବାରଣ୍ଡାସବୁ ଓ ଭୂମିଠାରୁ ଜଳାକବାଟି ପର୍ଯ୍ୟନ୍ତ ସବୁଗୁଡ଼ିକୁ ମାପିଲେ।


ଏହା ପରେ ଆହୁରି ଗ୍ଭଳିଶ୍ ଦିନ ଯିବାପରେ ନୋହ ଜାହାଜର ଝରକା ଫିଟାଇ ଦେଲେ।


ପରମେଶ୍ୱରଙ୍କର ଆଜ୍ଞାନୁସାରେ ଏକ ପୁରୁଷ ଏବଂ ଏକ ସ୍ତ୍ରୀ ପ୍ରତ୍ୟେକ ପ୍ରକାରର ଜାହାଜ ମଧ୍ୟକୁ ପ୍ରବେଶ କଲେ, ଏହା ପରେ ସଦାପ୍ରଭୁ ଜାହାଜର ଦ୍ୱାର ବନ୍ଦ କରିଦେଲେ।


ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତେବେ ତୁମ୍ଭେମାନେ ବାହାରେ ଠିଆ ହୋଇ କବାଟ ବାଡ଼େଇବ। କିନ୍ତୁ ସେ କବାଟ ଖୋଲିବ ନାହିଁ। ତୁମ୍ଭେମାନେ କହିବ, ‘ଆଜ୍ଞା, ଆମ୍ଭ ପାଇଁ ଦ୍ୱାର ଫିଟାନ୍ତୁ।’ କିନ୍ତୁ ଲୋକଟି କହିବ, ‘ମୁଁ ତୁମ୍ଭକୁ ଜାଣି ନାହିଁ। ତୁମ୍ଭେମାନେ କେଉଁଠାରୁ ଆସିଛ?’


ଭିତର ପ୍ରାଙ୍ଗଣରେ କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ମନ୍ଦିର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବାରଣ୍ଡା ଥିଲା।


ତା'ପରେ ଯେହୂ ଯିଷ୍ରିୟେଲର ପଥରେ ଗଲେ। ଇଷେବେଲ ଏବିଷୟରେ ଜାଣିବାକୁ ପାଇଲେ। ତେଣୁ ସେ ନିଜକୁ ସଜାଇ ଓ ଆପଣା କେଶ ବିନ୍ୟାସ କରି ଝରକା ନିକଟରେ ଛିଡ଼ା ହୋଇ ବାହାରକୁ ଗ୍ଭହିଁଲେ।


ଶାଉଲଙ୍କ ଝିଅ ମୀଖଲ ଝରକାରେ ଗ୍ଭହିଁ ଥିଲେ। ଯେତେବେଳେ ସେ ଦେଖିଲେ, ପବିତ୍ର ସିନ୍ଦୁକ ଦାଉଦ ନଗରକୁ ଆସିଲା, ଏବଂ ସେ ଯେତେବେଳେ ଦେଖିଲେ ଦାଉଦ ନିଜେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସମ୍ମୁଖରେ ନାଚୁଛନ୍ତି, ସେ ବ୍ୟତିବ୍ୟସ୍ତ ହେଲେ। ସେ ହୃଦୟରେ ତାଙ୍କୁ ତୁଚ୍ଛ ବୋଲି ଭାବିବାକୁ ଲାଗିଲେ।


“ସେହି ଜାହାଜଟିକୁ ଏହିପରି ନିର୍ମାଣ କର ଯେ, ଏହାର ଲମ୍ବ ଯେପରି 300 ହାତ, ପ୍ରସ୍ଥ ପଗ୍ଭଶ୍ ହାତ ଏବଂ ତାହାର ଉଚ୍ଚତା ତିରିଶ୍ ହାତ ହେବ।


“ମୁଁ ଏକ ପ୍ରଳୟଙ୍କାରୀ ବନ୍ୟା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ୱଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ।


Swiv nou:

Piblisite


Piblisite