Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 6:21 - ପବିତ୍ର ବାଇବଲ

21 ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସବୁପ୍ରକାର ଖାଦ୍ୟ ସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।

Gade chapit la Kopi

ଓଡିଆ ବାଇବେଲ

21 ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”

Gade chapit la Kopi




ଆଦି ପୁସ୍ତକ 6:21
9 Referans Kwoze  

ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।


ପରମେଶ୍ୱର ସମସ୍ତ ଜୀବିତ ପ୍ରାଣୀମାନଙ୍କ ନିମନ୍ତେ ଆହାର ଯୋଗାନ୍ତି। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।


ଆକାଶର ପକ୍ଷୀମାନଙ୍କୁ ଦେଖ ସେମାନେ ବିହନ ବୁଣନ୍ତି ନାହିଁ, କି ଅମଳ କରନ୍ତି ନାହିଁ, ଅମାରରେ ଖାଦ୍ୟଶସ୍ୟ ବି ଜମେଇ ରଖନ୍ତି ନାହିଁ, ତଥାପି ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ସେମାନଙ୍କୁ ଖାଇବାକୁ ଦିଅନ୍ତି। ତୁମ୍ଭେ ଜାଣିଛ ଯେ, ତୁମ୍ଭେମାନେ ସେମାନଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ଅଟ।


ପରମେଶ୍ୱର ପଶୁମାନଙ୍କୁ ଆହାର ଦିଅନ୍ତି। ସେ ପକ୍ଷୀ ଶାବକମାନଙ୍କୁ ମଧ୍ୟ ଆହାର ଦିଅନ୍ତି, ଯାହା ପାଇଁ ସେମାନେ ଚିତ୍କାର କରନ୍ତି।


ସେମାନଙ୍କ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ, ଯାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସେମାନଙ୍କୁ ସହଜରେ ଧରି ପାରିବେ।


ବହେମୋତ ପାହାଡ଼ ଉପରେ ଜନ୍ମିଥିବା ଘାସ ଖାଏ। ଯେଉଁଠାରେ ଜଙ୍ଗଲୀ ପ୍ରାଣୀମାନେ ଖେଳାବୁଲା କରନ୍ତି।


କିଏ ଡାମରା କାଉକୁ ଖାଦ୍ୟ ଯୋଗାଇ ଦିଏ? ଯେତେବେଳେ ତା'ର ଶାବକମାନେ ପରମେଶ୍ୱରଙ୍କ ନିକଟରେ ରାବ କରି କରି ଖାଦ୍ୟ ବିନା ଭ୍ରମଣ କଲାବେଳେ ତାଙ୍କୁ ଖାଦ୍ୟ ଯୋଗାଇ ଦିଏ?


Swiv nou:

Piblisite


Piblisite