Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 7:14 - ପବିତ୍ର ବାଇବଲ

14 ସେହି ଲୋକମାନେ ଏବଂ ପ୍ରତ୍ୟେକ ପ୍ରକାରର ପଶୁ, ସେହି ଜାହଜକୁ ପ୍ରବେଶ କଲେ। ସବୁ ପ୍ରକାରର ଗୃହପାଳିତ ପଶୁ, ସବୁପ୍ରକାର ଉରୋଗାମୀ ସବୁଜାତୀୟ ଭୂଚର ଓ ଖେଚର ପକ୍ଷୀ ସମସ୍ତ ଜାହାଜ ମଧ୍ୟକୁ ପ୍ରବେଶ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;

Gade chapit la Kopi




ଆଦି ପୁସ୍ତକ 7:14
7 Referans Kwoze  

ତେଣୁ ପରମେଶ୍ୱର ନିଜ ନିଜ ଜାତି ପ୍ରକାରେ ସୃଷ୍ଟି କଲେ, ବୃହତ୍ ସାମୁଦ୍ରିକ ଜୀବ ଓ ଅନ୍ୟ ଜୀବ, ଯେଉଁମାନେ ସମୁଦ୍ରରେ ରହନ୍ତି। ପରମେଶ୍ୱର ଆକାଶରେ ଉଡ଼ୁଥିବା ବିଭିନ୍ନ ପ୍ରକାର ପକ୍ଷୀଗଣ ସୃଷ୍ଟି କଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।


ଏହା ପରେ ପରମେଶ୍ୱର କହିଲେ, “ନିଜ ଜାତି ଅନୁସାରେ ପୃଥିବୀ ଜୀବିତ ପ୍ରାଣୀ ଉତ୍ପାଦନ କରୁ। ଜାତି ଶ୍ରେଣୀ ଅନୁସାରେ ବନ୍ୟଜନ୍ତୁଗଣ ଉତ୍ପନ୍ନ ହୁଅନ୍ତୁ।” ଏହା ପରେ ସେହିପରି ହେଲା।


ପ୍ରାଣରକ୍ଷାର୍ଥେ ସର୍ବ ପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତ୍ତି ଆପଣା ସଙ୍ଗରେ ଧରି ଜାହାଜରେ ପ୍ରବେଶ କରିବ।


ନୋହଙ୍କ ସହିତ ଏହି ସମସ୍ତ ଜୀବ ଜାହାଜ ମଧ୍ୟରେ ରହିଲେ। ସମସ୍ତ ଜୀବିତ ପ୍ରାଣୀ ଯୋଡ଼ା ଯୋଡ଼ା ହୋଇ ଆସିଲେ।


Swiv nou:

Piblisite


Piblisite