Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 7:15 - ପବିତ୍ର ବାଇବଲ

15 ନୋହଙ୍କ ସହିତ ଏହି ସମସ୍ତ ଜୀବ ଜାହାଜ ମଧ୍ୟରେ ରହିଲେ। ସମସ୍ତ ଜୀବିତ ପ୍ରାଣୀ ଯୋଡ଼ା ଯୋଡ଼ା ହୋଇ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଅର୍ଥାତ୍, ପ୍ରାଣବାୟୁବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।

Gade chapit la Kopi

ଓଡିଆ ବାଇବେଲ

15 ଅର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଅର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।

Gade chapit la Kopi




ଆଦି ପୁସ୍ତକ 7:15
5 Referans Kwoze  

ସେ ସମୟରେ ଗଧିଆଗୁଡ଼ିକ ମେଷ ଶାବକମାନଙ୍କ ସହିତ ଶାନ୍ତିରେ ବାସ କରିବେ। ଛେଳିଛୁଆ ସହିତ ବାଘ ଏକତ୍ର ଶାନ୍ତିରେ ଶୋଇବେ। ବାଛୁରି, ସିଂହ ଓ ଷଣ୍ଢଗୁଡ଼ିକ ଏକତ୍ର ସୁଖ ଶାନ୍ତିରେ ବାସ କରିବେ। ଏପରିକି ଗୋଟିଏ ଛୋଟ ପିଲା ସେମାନଙ୍କୁ ଅଡ଼ାଇବ।


ସେମାନେ ଯୋଡ଼ି ଯୋଡ଼ି କରି ପୁରୁଷ ଓ ସ୍ତ୍ରୀ, ଠିକ୍ ପରମେଶ୍ୱରଙ୍କ ଆଜ୍ଞାନୁସାରେ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।


ସେହି ଲୋକମାନେ ଏବଂ ପ୍ରତ୍ୟେକ ପ୍ରକାରର ପଶୁ, ସେହି ଜାହଜକୁ ପ୍ରବେଶ କଲେ। ସବୁ ପ୍ରକାରର ଗୃହପାଳିତ ପଶୁ, ସବୁପ୍ରକାର ଉରୋଗାମୀ ସବୁଜାତୀୟ ଭୂଚର ଓ ଖେଚର ପକ୍ଷୀ ସମସ୍ତ ଜାହାଜ ମଧ୍ୟକୁ ପ୍ରବେଶ କଲେ।


ପରମେଶ୍ୱରଙ୍କର ଆଜ୍ଞାନୁସାରେ ଏକ ପୁରୁଷ ଏବଂ ଏକ ସ୍ତ୍ରୀ ପ୍ରତ୍ୟେକ ପ୍ରକାରର ଜାହାଜ ମଧ୍ୟକୁ ପ୍ରବେଶ କଲେ, ଏହା ପରେ ସଦାପ୍ରଭୁ ଜାହାଜର ଦ୍ୱାର ବନ୍ଦ କରିଦେଲେ।


Swiv nou:

Piblisite


Piblisite