Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 7:3 - ପବିତ୍ର ବାଇବଲ

3 ପ୍ରତ୍ୟେକ ପକ୍ଷୀ ଜାତିର ପୁରୁଷ ଓ ସ୍ତ୍ରୀ ସାତ ସାତ ଯୋଡ଼ି ସଙ୍ଗରେ ନିଅ, ବଂଶ ରକ୍ଷା କରିବା ପାଇଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ।

Gade chapit la Kopi

ଓଡିଆ ବାଇବେଲ

3 ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ।

Gade chapit la Kopi




ଆଦି ପୁସ୍ତକ 7:3
6 Referans Kwoze  

ସବୁପ୍ରକାର ପକ୍ଷୀ, ସର୍ବପ୍ରକାର ପଶୁ ଓ ସର୍ବ ପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତିରୁ ଗୋଟିଏ ଗୋଟିଏ ଦମ୍ପତ୍ତି ଜୀବନ ରକ୍ଷା ପାଇଁ ତୁମ୍ଭ ନିକଟକୁ ଆସିବେ।


ତୁମ୍ଭେ ତୁମ୍ଭ ସହିତ ସାତ ଯୋଡ଼ି ଶୁଚି ପଶୁ ଓ ଏକ ଯୋଡ଼ି ଅଶୁଚି ପଶୁ ନେଇ ଆସିବ। ପ୍ରତ୍ୟେକ ଯୋଡ଼ିରେ ଗୋଟିଏ ପୁରୁଷ ଓ ଗୋଟିଏ ସ୍ତ୍ରୀ ନିଶ୍ଚୟ ରହିବ।


ସାତ ଦିନ ପରେ ମୁଁ ଗ୍ଭଳିଶ୍ ଦିବାରାତ୍ରି ପୃଥିବୀରେ ବୃଷ୍ଟି କରାଇବି। ପୃଥିବୀର ସମସ୍ତ ଜୀବିତ ପ୍ରାଣୀ ଓ ସେଠାକାର ସମସ୍ତ ଜିନିଷ ଧ୍ୱଂସ କରି ଦେବି, ଯାହା ମୁଁ ସୃଷ୍ଟି କରିଥିଲି।”


ସମସ୍ତ ପଶୁଗୁଡ଼ିକ ଶୁଚି ଓ ଅଶୁଚି ଓ ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ନୋହଙ୍କ ନିକଟକୁ ଯାଇ ଭିତରକୁ ଗଲେ।


ଏହା ପରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କଲେ। ନୋହ ସେଥିରେ ଶୁଚିପଶୁ ଓ ପକ୍ଷୀମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଦେଲେ।


Swiv nou:

Piblisite


Piblisite