ଆଦି ପୁସ୍ତକ 8:2 - ପବିତ୍ର ବାଇବଲ2 ଆକାଶରୁ ବର୍ଷା ପଡ଼ିବା ବନ୍ଦ ହୋଇଗଲା ଏବଂ ଧରିତ୍ରୀ ତଳେ ଜଳସ୍ରୋତ ବନ୍ଦ ହୋଇଗଲା। ଆକାଶସ୍ଥ ଦ୍ୱାର ସକଳ ବନ୍ଦ ହୋଇଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)2 ମହାସମୁଦ୍ରର ଜଳାକର ଓ ଆକାଶସ୍ଥ ଦ୍ଵାର ସକଳ ରୁଦ୍ଧ ହେଲା, ପୁଣି ଆକାଶରୁ ବୃଷ୍ଟି ନିବୃତ୍ତ ହେଲା। Gade chapit laଓଡିଆ ବାଇବେଲ2 ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାର ସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାରସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା। Gade chapit la |