ଆଦି ପୁସ୍ତକ 8:21 - ପବିତ୍ର ବାଇବଲ21 ତହିଁରେ ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚିନ୍ତା କଲେ, “ପୃଥିବୀକି ଅଭିଶାପ ଦେବା ନାହିଁ। ଯଦିଓ ବାଲ୍ୟକାଳରୁ ମନୁଷ୍ୟର ମନର ଅଭିପ୍ରାୟ ଓ ପ୍ରବଣତା ମନ୍ଦ, ତଥାପି ଆଉ କେବେହେଲେ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି। Gade chapit laପବିତ୍ର ବାଇବଲ (Re-edited) - (BSI)21 ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, ଆମ୍ଭେ ମନୁଷ୍ୟ ହେତୁରୁ ଆଉ ପୃଥିବୀକି ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ। Gade chapit laଓଡିଆ ବାଇବେଲ21 ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ। Gade chapit la |
ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’