Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 8:6 - ପବିତ୍ର ବାଇବଲ

6 ଏହା ପରେ ଆହୁରି ଗ୍ଭଳିଶ୍ ଦିନ ଯିବାପରେ ନୋହ ଜାହାଜର ଝରକା ଫିଟାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅନନ୍ତର ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ଵନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ;

Gade chapit la Kopi

ଓଡିଆ ବାଇବେଲ

6 ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟିଏ ଡାମରା କାଉକୁ ଉଡ଼ାଇ ଦେଲେ;

Gade chapit la Kopi




ଆଦି ପୁସ୍ତକ 8:6
4 Referans Kwoze  

ଉପରୁ ଏକ ହାତ ଛାଡ଼ି ଝରକା କରିବ। ସେହି ଜାହାଜର ପାର୍ଶ୍ୱରେ ଗୋଟିଏ ଦ୍ୱାର ରହିବ। ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଚଟାଣ ବନାଇବ।


ଦାନିୟେଲ ସର୍ବଦା ପ୍ରତିଦିନ ତିନିଥର ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଥିଲେ। ଯେତେବେଳେ ନୂତନ ବିଧି ବିଷୟରେ ଲେଖା ସ୍ୱାକ୍ଷାରିତ ହୋଇଅଛି ବୋଲି ଦାନିୟେଲ ଜାଣିଲେ ସେ ଆପଣା ଗୃହକୁ ଆସିଲେ। ତାହାଙ୍କ କୋଠରୀର ଝରକା ଯିରୁଶାଲମ ଆଡ଼େ ମେଲା ଥିଲା। ସେ ପୂର୍ବପରି ଆଣ୍ଠୁମାଡ଼ି ଦିନ ମଧ୍ୟରେ ତିନିଥର ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କୁ ଧନ୍ୟବାଦ ପ୍ରଦାନ କଲେ।


ଏହିପରି ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ କମିଲା। ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।


ତା'ପରେ ନୋହ ଏକ କାଉକୁ ଆକାଶ ଉପରେ ଉଡ଼ାଇ ଦେଲେ। ସେହି କାଉଟି ପାଣି ଛାଡ଼ି ଭୂମି ଶୁଖିବା ପର୍ଯ୍ୟନ୍ତ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ଉଡ଼ିଲା।


Swiv nou:

Piblisite


Piblisite