ଆଦି ପୁସ୍ତକ 9:1 - ପବିତ୍ର ବାଇବଲ1 ପରମେଶ୍ୱର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ୱର ସେମାନଙ୍କୁ କହିଲେ, “ବହୁ ସନ୍ତାନ ଜନ୍ମ କର, ଲୋକ ଦ୍ୱାରା ପୃଥିବୀକୁ ପୂର୍ଣ୍ଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରୁ ପରମେଶ୍ଵର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ,ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୋଇ ପୃଥିବୀକି ପରିପୂର୍ଣ୍ଣ କର। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର। Gade chapit la |