Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 9:12 - ପବିତ୍ର ବାଇବଲ

12 ଏବଂ ପରମେଶ୍ୱର କହିଲେ, “ମୁଁ ତୁମ୍ଭମାନଙ୍କୁ କିଛି ପ୍ରମାଣ ଦେବି ଯେ ମୁଁ ତୁମ୍ଭମାନଙ୍କ ସହିତ ପ୍ରତିଜ୍ଞା କରିଅଛି। ଏହି ଚିହ୍ନ ତୁମ୍ଭକୁ ଦେଖାଇବ ଯେ ମୁଁ ତୁମ୍ଭମାନଙ୍କ ସହିତ ଏବଂ ପ୍ରତ୍ୟେକ ଜୀବନ୍ତ ପ୍ରାଣୀମାନଙ୍କ ସହିତ ନିୟମ କରିଅଛି। ଏହି ନିୟମ ସବୁଦିନ ପାଇଁ ସ୍ଥାୟୀ ହେବ। ଏହା ହିଁ ତୋରଣ ପ୍ରମାଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁନଶ୍ଚ, ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳଯାଏ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;

Gade chapit la Kopi

ଓଡିଆ ବାଇବେଲ

12 ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;

Gade chapit la Kopi




ଆଦି ପୁସ୍ତକ 9:12
8 Referans Kwoze  

ତୁମ୍ଭେମାନେ ନିଶ୍ଚୟ ସୁନ୍ନତ ହେବ। ଏହା ତୁମ୍ଭମାନଙ୍କର ନିୟମର ଚିହ୍ନ ହେବ।


ମନେରଖ ସେହି ରକ୍ତ ତୁମ୍ଭ ଘରମାନଙ୍କର ଚିହ୍ନ ସ୍ୱରୂପ ହେବ। ମୁଁ ଯେତେବେଳେ ସେହି ରକ୍ତ ଦେଖିବି ସେହି ଘରକୁ ଛାଡ଼ି ଆଗକୁ ଆଗେଇବି। ସଂହାର କାର୍ଯ୍ୟ କେବଳ ମିଶର ଉପରେ ହେବ ତୁମ୍ଭମାନଙ୍କର କିଛି ହେବ ନାହିଁ।


ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ୱରୂପେ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ। ଯେହେତୁ ସଦାପ୍ରଭୁ ବାହୁବଳରେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ।”


ତେଣୁ ସଦାପ୍ରଭୁ ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସ ବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ଚୁକ୍ତି ସ୍ଥିର କରିଅଛୁ, ତହିଁରେ ମେଘଧନୁ ଏହି ଚିହ୍ନ ହେବ।”


ଏଣୁ ମୁଁ ଗ୍ଭହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କର। ମୁଁ ତୁମ୍ଭମାନଙ୍କ ପ୍ରତି ଦୟା ଦେଖାଇଅଛି। ଏଥିପାଇଁ ତୁମ୍ଭେମାନେ ମଧ୍ୟ ମୋର ପରିବାର ପାଇଁ ଦୟା ଦେଖାଇବ। ଏ ବିଷୟରେ ମୋତେ ଏକ ସତ୍ୟ ଚିହ୍ନ ଦିଅ।


ମୁଁ ମୋହର ମେଘଧନୁ ମେଘରେ ସ୍ଥାପନ କରିଅଛି। ତାହା ପୃଥିବୀ ସହିତ ମୋର ଚୁକ୍ତିର ଚିହ୍ନ ହେବ।


Swiv nou:

Piblisite


Piblisite