Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 9:8 - ପବିତ୍ର ବାଇବଲ

8 ଏହା ପରେ ପରମେଶ୍ୱର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର ପରମେଶ୍ଵର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

8 ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,

Gade chapit la Kopi




ଆଦି ପୁସ୍ତକ 9:8
3 Referans Kwoze  

“ନୋହ, ତୁମ୍ଭର ଓ ତୁମ୍ଭ ପିଲାମାନଙ୍କର ନିଶ୍ଚୟ ବହୁତ ପିଲାପିଲି ହେବ। ତୁମ୍ଭେମାନେ ପୃଥିବୀକୁ ମନୁଷ୍ୟରେ ପରିପୂର୍ଣ୍ଣ କରିବ।”


“ମୁଁ ବର୍ତ୍ତମାନ ତୁମ୍ଭ ପାଇଁ ଏବଂ ତୁମ୍ଭ ପରେ ରହୁଥିବା ଲୋକମାନଙ୍କ ପାଇଁ ପ୍ରତିଜ୍ଞା କରୁଛି।


ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, “ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦେଲି। ମିଶରୀୟ ନଦୀଠାରୁ ମହାନ ନଦୀ ଫରାତ୍ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦେଲି।


Swiv nou:

Piblisite


Piblisite