ହବକ୍କୂକ 1:3 - ପବିତ୍ର ବାଇବଲ3 ଲୋକମାନେ ଜିନିଷ ଧ୍ୱଂସ କରୁଛନ୍ତି ଓ ଅନ୍ୟକୁ ଆଘାତ କରୁଛନ୍ତି। ସେମାନେ ଯୁକ୍ତି କରୁଛନ୍ତି ଓ ଲଢ଼ୁଛନ୍ତି। ଏହି ଅନ୍ୟାୟ ସବୁ ମୁଁ କାହିଁକି ଦେଖିବି? ଏହି ଖରାପ ଦ୍ରବ୍ୟ ମୁଁ କାହିଁକି ଦେଖିବି? Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ। Gade chapit laଓଡିଆ ବାଇବେଲ3 ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ ? କାରଣ ମୋ’ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ। Gade chapit la |
ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ। ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା। ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା। ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ।