ହବକ୍କୂକ 1:9 - ପବିତ୍ର ବାଇବଲ9 ସେମାନେ କେବଳ ଯୁଦ୍ଧ କରିବାକୁ ଗ୍ଭହାନ୍ତି। ସେମାନଙ୍କର ସୈନ୍ୟମାନେ ବନ୍ଦୀମାନଙ୍କୁ ବାଲିପରି ଆଣିବା ପାଇଁ ସଂକଳ୍ପର ସହିତ ଯାଉଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି। Gade chapit laଓଡିଆ ବାଇବେଲ9 ସେମାନେ ସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନେ ସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି। Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।