ହାଗୟ 1:10 - ପବିତ୍ର ବାଇବଲ10 ସେଥିସକାଶେ ଆକାଶ ବର୍ଷା ଫେରାଇ ନେଉଛି ଓ ପୃଥିବୀ ଆଉ ଶସ୍ୟ ଦେଉ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି। Gade chapit laଓଡିଆ ବାଇବେଲ10 ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି। Gade chapit la |
ଏଲିୟ ତିଶ୍ବୀୟର ଭବିଷ୍ୟଦ୍ବକ୍ତା ଗିଲିୟଦରେ ରାଜା ଆହାବଙ୍କୁ କହିଲେ, ଗିଲିୟଦର ପ୍ରବାସୀ ତିଶ୍ବୀୟ ଏଲିୟ ଭବିଷ୍ୟଦ୍ବକ୍ତା ରାଜା ଆହାବଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ସେବା କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶରେ କାକର କି ବୃଷ୍ଟିପାତ ହେବ ନାହିଁ। ଯଦି ମୁଁ ଆଦେଶ ଦିଏ ତେବେ ବର୍ଷା ହେବ।”
ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ୟଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପେଟ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀୟ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଗ୍ଭହିଦା ପୂରଣ ପାଇଁ ଯଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ଯଥେଷ୍ଟ ନୁହେଁ। ତୁମ୍ଭେମାନେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡ଼େ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁ ନାହଁ, ଯେପରିକି ତୁମ୍ଭ ପକେଟରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।’”