Biblia Todo Logo
Bib sou entènèt

- Piblisite -




ହାଗୟ 1:15 - ପବିତ୍ର ବାଇବଲ

15 ପାରସ୍ୟର ରାଜାଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷରେ ଏବଂ ଦାରିୟାବସଙ୍କ ଶାସନର ଛଅମାସ ପୂର୍ତ୍ତିର ଚତୁର୍ବିଂଶ ଦିବସରେ ସେମାନେ କାର୍ଯ୍ୟ ଆରମ୍ଭ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଗୃହରେ କାର୍ଯ୍ୟ କଲେ।

Gade chapit la Kopi

ଓଡିଆ ବାଇବେଲ

15 ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।

Gade chapit la Kopi




ହାଗୟ 1:15
6 Referans Kwoze  

ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ଛଅମାସର ପ୍ରଥମ ଦିବସରେ ହାଗୟ ପରମେଶ୍ୱରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶ‌‌ଲ୍‌‌ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କ ପାଇଁ ଥିଲା। ଯିରୁବ୍ବାବିଲ ଯିହୁଦାର ଦେଶାଧ୍ୟକ୍ଷ ଓ ଯିହୋଶୂୟ ଜଣେ ମହାନ ଯାଜକ ଥିଲେ। ଭବିଷ୍ୟ‌ଦ୍‌ବକ୍ତା ହାଗୟଙ୍କ ଦ୍ୱାରା କୁହାଯାଇଥିବା ବାର୍ତ୍ତା ଏହା ହିଁ ଅଟେ।


ମାସର ଚତୁର୍ବିଂଶ ଆଉ ଏକ ବାର୍ତ୍ତା ସଦାପ୍ରଭୁଙ୍କଠାରୁ ହାଗୟ ନିକଟକୁ ଆସିଲା। ବାର୍ତ୍ତାଟି ହେଉଛି।


ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିବସରେ ଭବିଷ୍ୟ‌ଦ୍‌ବକ୍ତା ହାଗୟ ସଦାପ୍ରଭୁଙ୍କର ଏହି ବାର୍ତ୍ତା ପାଇଲେ।


ସପ୍ତମ ମାସର ଏକବିଂଶ ଦିବସରେ ସଦାପ୍ରଭୁଙ୍କଠାରୁ ଏହି ବାର୍ତ୍ତା ହାଗୟଙ୍କ ନିକଟକୁ ଆସିଲା।


ତା'ପରେ ସଦାପ୍ରଭୁ ତାଙ୍କର ନିର୍ମାଣ ବିଷୟରେ ଲୋକମାନଙ୍କୁ ଉତ୍ତେଜିତ କଲେ। ଯିହୁଦାର ଶାସକ ଶ‌‌ଲ୍‌‌ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲଙ୍କୁ ଓ ମହାଯାଜକ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କୁ ମଧ୍ୟ ସଦାପ୍ରଭୁ ଉତ୍ତେଜିତ କଲେ। ତାଙ୍କର ମନ୍ଦିର ନିର୍ମାଣ କରିବା ବିଷୟରେ ସଦାପ୍ରଭୁ ସବୁ ଲୋକଙ୍କୁ ଉତ୍ତେଜିତ କଲେ। ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାମ ଆରମ୍ଭ କଲେ।


ସଦାପ୍ରଭୁ ବେରିଖିୟଙ୍କ ପୁତ୍ର ଭବିଷ୍ୟ‌ଦ୍‌ବକ୍ତା ଯିଖରିୟଙ୍କୁ ଏହି ବାର୍ତ୍ତା ପଠାଇଲେ। ପାରସ୍ୟର ରାଜା ଦାରିୟାବସଙ୍କ ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଏହା ଘଟିଥିଲା। ଯିଖରିୟ ବେରିଖିୟଙ୍କ ପୁତ୍ର ଥିଲେ। ବେରିଖିୟ ଇଦ୍ଦୋଙ୍କ ପୁତ୍ର ଥିଲେ।


Swiv nou:

Piblisite


Piblisite