ହାଗୟ 1:3 - ପବିତ୍ର ବାଇବଲ3 ପୁନର୍ବାର ହାଗୟ ଆଉ ଏକ ବାର୍ତ୍ତା ସଦାପ୍ରଭୁଙ୍କଠାରୁ ଗ୍ରହଣ କଲେ। ହାଗୟ ବାର୍ତ୍ତାଟି କହିଲେ: Gade chapit laପବିତ୍ର ବାଇବଲ (Re-edited) - (BSI)3 ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, Gade chapit laଓଡିଆ ବାଇବେଲ3 ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେତେବେଳେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, Gade chapit la |
ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ଛଅମାସର ପ୍ରଥମ ଦିବସରେ ହାଗୟ ପରମେଶ୍ୱରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କ ପାଇଁ ଥିଲା। ଯିରୁବ୍ବାବିଲ ଯିହୁଦାର ଦେଶାଧ୍ୟକ୍ଷ ଓ ଯିହୋଶୂୟ ଜଣେ ମହାନ ଯାଜକ ଥିଲେ। ଭବିଷ୍ୟଦ୍ବକ୍ତା ହାଗୟଙ୍କ ଦ୍ୱାରା କୁହାଯାଇଥିବା ବାର୍ତ୍ତା ଏହା ହିଁ ଅଟେ।