ହାଗୟ 1:4 - ପବିତ୍ର ବାଇବଲ4 “ତୁମ୍ଭେମାନେ ଭାବୁଛ ଯେ ସୁନ୍ଦର ଘରେ ବାସ କରିବାକୁ ଠିକ୍ ସମୟ ଆସିଯାଇଛି। ସୁନ୍ଦର କାନ୍ଥରେ କାଠ ଫଳକ ଲାଗିଥିବା ଘରେ ବାସ କରୁଛ। କିନ୍ତୁ ସଦାପ୍ରଭୁଙ୍କର ଗୃହ ତଥାପି ଭଗ୍ନ ଅବସ୍ଥାରେ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)4 ଏହି ଗୃହ ଉତ୍ସନ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକମଣ୍ତିତ ଗୃହରେ ବାସ କରିବାର କି ସମୟ ଏହି? Gade chapit laଓଡିଆ ବାଇବେଲ4 ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି? Gade chapit la |
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ପ୍ରଚୁର ଶସ୍ୟଅମଳ କରିବାକୁ ଖୋଜୁଛ, କିନ୍ତୁ ଯେତେବେଳେ ଶସ୍ୟ ସଂଗ୍ରହ କରିବାକୁ ଯାଉଛ ସେଠାରେ ଅତି ଅଳ୍ପ ଶସ୍ୟ ଦେଖୁଛ। ତୁମ୍ଭେମାନେ ସେ ଶସ୍ୟ ଘରକୁ ଆଣୁଛ, ତା'ପରେ ଆମ୍ଭେ ପବନକୁ ପଠାଇ ସେ ସମସ୍ତକୁ ଉଡ଼ାଇ ଦେଉଛୁ। ଏହା କାହିଁକି ଘଟୁଛି? କାରଣ ତୁମ୍ଭେ ପ୍ରତ୍ୟେକ ଯେତେବେଳେ ନିଜ ନିଜ ଘରର ଯତ୍ନ ନେବାକୁ ତତ୍ପର ହେଉଛ ସେତେବେଳେ ଆମ୍ଭ ଗୃହ ଧ୍ୱଂସ ହେଉଛି।