ହାଗୟ 1:7 - ପବିତ୍ର ବାଇବଲ7 ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯାହା କରୁଛ, ସେ ବିଷୟରେ ଚିନ୍ତା କର। Gade chapit laପବିତ୍ର ବାଇବଲ (Re-edited) - (BSI)7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର। Gade chapit laଓଡିଆ ବାଇବେଲ7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର। Gade chapit la |
ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ୟଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପେଟ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀୟ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଗ୍ଭହିଦା ପୂରଣ ପାଇଁ ଯଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ଯଥେଷ୍ଟ ନୁହେଁ। ତୁମ୍ଭେମାନେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡ଼େ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁ ନାହଁ, ଯେପରିକି ତୁମ୍ଭ ପକେଟରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।’”