ହାଗୟ 2:1 - ପବିତ୍ର ବାଇବଲ1 ସପ୍ତମ ମାସର ଏକବିଂଶ ଦିବସରେ ସଦାପ୍ରଭୁଙ୍କଠାରୁ ଏହି ବାର୍ତ୍ତା ହାଗୟଙ୍କ ନିକଟକୁ ଆସିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, Gade chapit laଓଡିଆ ବାଇବେଲ1 ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, Gade chapit la |
ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ଛଅମାସର ପ୍ରଥମ ଦିବସରେ ହାଗୟ ପରମେଶ୍ୱରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କ ପାଇଁ ଥିଲା। ଯିରୁବ୍ବାବିଲ ଯିହୁଦାର ଦେଶାଧ୍ୟକ୍ଷ ଓ ଯିହୋଶୂୟ ଜଣେ ମହାନ ଯାଜକ ଥିଲେ। ଭବିଷ୍ୟଦ୍ବକ୍ତା ହାଗୟଙ୍କ ଦ୍ୱାରା କୁହାଯାଇଥିବା ବାର୍ତ୍ତା ଏହା ହିଁ ଅଟେ।