ହାଗୟ 2:11 - ପବିତ୍ର ବାଇବଲ11 “ଏହି ଜିନିଷଗୁଡ଼ିକ ବିଷୟରେ ବ୍ୟବସ୍ଥା କ’ଣ କୁହେ, ଯାଜକମାନଙ୍କୁ ପଗ୍ଭରିବାକୁ ସର୍ବଶକ୍ତିମାନ ସଦାପ୍ରଭୁ ଆଦେଶ ଦିଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)11 ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ, Gade chapit laଓଡିଆ ବାଇବେଲ11 ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ, Gade chapit la |
“ଯାଜକମାନେ ମୋର ବ୍ୟବସ୍ଥା ଅବମାନନା କରିଛନ୍ତି ଓ ସେମାନେ ମୋର ପବିତ୍ର ବସ୍ତୁସବୁକୁ ଅପବିତ୍ର କରିଅଛନ୍ତି। ସେମାନେ ପବିତ୍ର ଓ ଅପବିତ୍ର ମଧ୍ୟରେ କିଛି ପ୍ରଭେଦ ରଖି ନାହାନ୍ତି, ସେମାନେ ଶୁଚି ବସ୍ତୁକୁ ଅଶୁଚି ମନେ କରନ୍ତି ଓ ଏ ବିଷୟରେ ଲୋକଙ୍କୁ ଶିଖାନ୍ତି ନାହିଁ। ଏବଂ ସେମାନେ ମୋର ବିଶ୍ରାମ ଦିନଗୁଡ଼ିକ ହେୟଜ୍ଞାନ କରନ୍ତି। ଏବଂ ମୁଁ ସେମାନଙ୍କ ପାଖରେ ନିକୃଷ୍ଟ ହୋଇଛି।