Biblia Todo Logo
Bib sou entènèt

- Piblisite -




ହାଗୟ 2:16 - ପବିତ୍ର ବାଇବଲ

16 ଲୋକମାନେ କୋଡ଼ିଏ ଓଜନ ମାପର ଶସ୍ୟ ଗ୍ଭହିଁଥିଲେ କିନ୍ତୁ ଶସ୍ୟ ସ୍ତୁପରେ ମାତ୍ର ଦଶ ଓଜନ ମାପର ଶସ୍ୟ ଥିଲା। ଲୋକମାନେ ଦ୍ରାକ୍ଷାରସ କୁଣ୍ତରୁ ପଗ୍ଭଶ୍ ମାଠିଆ ଦ୍ରାକ୍ଷାରସ ଗ୍ଭହିଁଥିଲେ। କିନ୍ତୁ ସେଥିରେ ମାତ୍ର କୋଡ଼ିଏ ମାଠିଆ ଦ୍ରାକ୍ଷାରସ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେହି ସକଳ ସମୟରେ କେହି ବିଂଶତି ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ତରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର ବିଂଶତି ପାତ୍ର ହେଲା।

Gade chapit la Kopi

ଓଡିଆ ବାଇବେଲ

16 ସେହି ସକଳ ସମୟରେ କେହି କୋଡିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡିଏ ପାତ୍ର ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେହି ସକଳ ସମୟରେ କେହି କୋଡ଼ିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡ଼ିଏ ପାତ୍ର ହେଲା।

Gade chapit la Kopi




ହାଗୟ 2:16
9 Referans Kwoze  

ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ୟଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପେଟ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀୟ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଗ୍ଭହିଦା ପୂରଣ ପାଇଁ ଯଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ଯଥେଷ୍ଟ ନୁହେଁ। ତୁମ୍ଭେମାନେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡ଼େ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁ ନାହଁ, ଯେପରିକି ତୁମ୍ଭ ପକେଟରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।’”


ଯଦି ତୁମ୍ଭେମାନେ ଧ୍ୟାନ ନ ଦିଅ ଏବଂ ଆମ୍ଭ ନାମକୁ ଗୌରବ ଦେବା ପାଇଁ, ଗୁରୁତ୍ୱ ନ ଦିଅ ତେବେ ତୁମ୍ଭମାନଙ୍କର ଆଶୀର୍ବାଦଗୁଡ଼ିକ ଅଭିଶାପରେ ପରିଣତ କରିବା। ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ ଘଟାଇବା କାରଣ ତୁମ୍ଭେମାନେ ଆମ୍ଭର ନାମକୁ ଗୌରବ ଦେବା ବିଷୟରେ ଗମ୍ଭୀର ନୁହଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାଣୀସବୁ କହିଥିଲେ।


ଦଶ ଏକର ପରିମିତ ଦ୍ରାକ୍ଷାକ୍ଷେତରୁ ମାତ୍ର ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଏବଂ ଦଶ ମହଣ ବୀଜରୁ ମାତ୍ର ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।”


ମୋୟାବର ବିଶାଳ ଦ୍ରାକ୍ଷାକ୍ଷେତ୍ରରୁ ଆନନ୍ଦ ଉଲ୍ଲାସ ଦୂରୀଭୂତ ହୋଇଅଛି। ପୁଣି ମୁଁ ଦ୍ରାକ୍ଷାକୁଣ୍ଡଗୁଡ଼ିକୁ ଦ୍ରାକ୍ଷାରସ ଶୂନ୍ୟ କରିଅଛି। ଆଉ ଆଗକୁ କେହି ଆନନ୍ଦ ଉଲ୍ଲାସରେ ଦ୍ରାକ୍ଷା ମର୍ଦ୍ଦନ କରିବ ନାହିଁ। ଆନନ୍ଦଧ୍ୱନି ଲୋପ ପାଇବ।


“‘ଆଜି ଦିନର ପୂର୍ବରୁ ଯାହାସବୁ ଘଟିଲା ସେ ବିଷୟରେ ଚିନ୍ତା କର। ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ ଆରମ୍ଭ କରିବାର ପୂର୍ବ ସମୟ ବିଷୟରେ ଚିନ୍ତା କର।


କାହିଁକି ଏହା ହେଲୋ? କାରଣ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦେଲୁ। ଗଛଗୁଡ଼ିକ ମାରିଦେବାକୁ ଆମ୍ଭେ ରୋଗ ପଠାଇଥିଲୁ। ତୁମ୍ଭ ହାତରେ ପ୍ରସ୍ତୁତ କରିଥିବା ଶସ୍ୟକୁ ଆମ୍ଭେ କୁଆପଥର ପକାଇ ନଷ୍ଟ କରିଥିଲୁ। ଆମ୍ଭେ ଏସବୁ କଲାପରେ ମଧ୍ୟ ସେମାନେ ଆମ୍ଭ ପାଖକୁ ଆସିଲେ ନାହିଁ।’ ସଦାପ୍ରଭୁ ଏହିସବୁ କହିଲେ।


Swiv nou:

Piblisite


Piblisite