ହାଗୟ 2:3 - ପବିତ୍ର ବାଇବଲ3 ‘ତୁମ୍ଭମାନଙ୍କ ମଧ୍ୟରୁ କିଏ ଏହି ମନ୍ଦିରର ପୂର୍ବ ମହିମା ଦେଖିଲା? ଧ୍ୱଂସ ହୋଇ ଯାଇଥିବା ସୁନ୍ଦର ଗୃହ ସହିତ ତୁମ୍ଭେମାନେ ଏହାକୁ ତୁଳନା କରିଛ। ଯଦି ଏହି ଗୃହକୁ ପ୍ରଥମ ଗୃହ ସହିତ ତୁଳନା କର ତେବେ ତୁମ୍ଭର ଦୃଷ୍ଟିରେ ଏହା କିଛି ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏହି ଗୃହକୁ ତାହାର ପୂର୍ବ ଐଶ୍ଵର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କିପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ? Gade chapit laଓଡିଆ ବାଇବେଲ3 ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି ? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ‘ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ? Gade chapit la |
ଦାଉଦ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ଏକ ବିଶାଳ ମନ୍ଦିର ନିର୍ମାଣ କରିବା। କିନ୍ତୁ ମୋ’ ପୁଅ ଶଲୋମନ ଅଳ୍ପ ବୟସ୍କ ଅଟେ ଓ ଯେଉଁସବୁ ବିଷୟ ସେ ଜାଣିବା ଆବଶ୍ୟକ, ସେ ଏପର୍ଯ୍ୟନ୍ତ ତାହା ଶିକ୍ଷା କରି ନାହିଁ। ସଦାପ୍ରଭୁଙ୍କ ମନ୍ଦିର ଅତି ବିରାଟ ହେବା ଆବଶ୍ୟକ। ତାହାର ବିଶାଳତା ଓ ସୌନ୍ଦର୍ଯ୍ୟ ସକାଶେ ତାହା ସମସ୍ତ ଦେଶରେ ବିଖ୍ୟାତ ହେବା ଆବଶ୍ୟକ, ସେଥିନିମନ୍ତେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ ପାଇଁ ମୁଁ ଯୋଜନା ପ୍ରସ୍ତୁତ କରିବି।” ତେଣୁ ଦାଉଦ ତାଙ୍କର ମୃତ୍ୟୁ ପୂର୍ବରୁ ମନ୍ଦିର ନିର୍ମାଣ କରିବା ନିମନ୍ତେ ଅନେକ ଯୋଜନା ପ୍ରସ୍ତୁତ କଲେ।