Biblia Todo Logo
Bib sou entènèt

- Piblisite -




ହାଗୟ 2:8 - ପବିତ୍ର ବାଇବଲ

8 ‘ସେମାନଙ୍କର ସମସ୍ତ ରୂପାର ଅଧିକାରୀ ଆମ୍ଭେ ଏବଂ ସମସ୍ତ ସ୍ୱର୍ଣ୍ଣ ମଧ୍ୟ ଆମ୍ଭର। ସର୍ବଶକ୍ତିମାନ ସଦାପ୍ରଭୁ ଏହା ହିଁ କହୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

8 ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi




ହାଗୟ 2:8
7 Referans Kwoze  

ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ। ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।


“ଆମ୍ଭେ ପିତ୍ତଳ ପରିବର୍ତ୍ତେ ସୁବର୍ଣ୍ଣ, ଲୁହା ପରିବର୍ତ୍ତେ ରୌପ୍ୟ, କାଠ ପରିବର୍ତ୍ତେ ପିତ୍ତଳ ଓ ପ୍ରସ୍ତର ପରିବର୍ତ୍ତେ ଲୌହ ଆଣିବା। ମୁଁ ଶାସ୍ତି ବଦଳରେ ଶାନ୍ତି ଆଣିବି। ଲୋକମାନେ ତୁମ୍ଭମାନଙ୍କୁ କ୍ଷତି କରିବେ କିଛି ଲୋକେ ତୁମ୍ଭ ପାଇଁ ଉତ୍ତମ କାମ କରିବେ।


ଲିବାନୋ‌ନ୍‌ର ଗୌରବ ତୁମ୍ଭ ନିକଟକୁ ଆସିବ। ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନକୁ ସୁଶୋଭିତ କରିବାକୁ ଆସିବେ। ଆମ୍ଭେ ଆମ୍ଭର ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା।


ଲିବିୟାଥନ ତୁମ୍ଭକୁ ଭିକ୍ଷା କରିବ କି ତାକୁ ମୁକୁଳାଇବା ପାଇଁ? ସେ ତୁମ୍ଭକୁ କୋମଳ ଶବ୍ଦରେ କଥା କହିବ କି?


Swiv nou:

Piblisite


Piblisite