Biblia Todo Logo
Bib sou entènèt

- Piblisite -




ହାଗୟ 2:9 - ପବିତ୍ର ବାଇବଲ

9 ସର୍ବଶକ୍ତିମାନ୍ ସଦାପ୍ରଭୁ କହନ୍ତି, ‘ଏହି ମନ୍ଦିରଟିର ସମ୍ମାନ ପ୍ରଥମ ମନ୍ଦିର ସମ୍ମାନ ଅପେକ୍ଷା ଅଧିକ ହେବ ଏବଂ ଆମ୍ଭେ ଏହି ସ୍ଥାନକୁ ଶାନ୍ତି ପ୍ରଦାନ କରିବା,’ ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏହି ଗୃହର ପୂର୍ବ କାଳର ଐଶ୍ଵର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ଵର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

9 ଏହି ଗୃହର ପୂର୍ବ କାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହି ଗୃହର ପୂର୍ବକାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।’”

Gade chapit la Kopi




ହାଗୟ 2:9
20 Referans Kwoze  

ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।


“ମୁଁ ତୁମ୍ଭକୁ ଶାନ୍ତି ଦେଇ ଯାଉଛି। ଏହି ଶାନ୍ତି ମୋ’ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନରେ ଦୁଃଖ କର ନାହିଁ। ଭୟ ମଧ୍ୟ କର ନାହିଁ।


ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ ପୁଣି ସେହି ବାକ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା।


“ସ୍ୱର୍ଗରେ ରହୁଥିବା ପରମେଶ୍ୱରଙ୍କ ଜୟ ହେଉ, ଏବଂ ଏ ପୃଥିବୀରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।”


ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବିଶ୍ୱାସ କର। ଅତଏବ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବ ନାହିଁ।


ପରମେଶ୍ୱର ଇସ୍ରାଏଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଗ୍ଭର ପଠାଇଥିଲେ। ସେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ତାହାଙ୍କର ଶାନ୍ତି ସୁସମାଗ୍ଭର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ।


ସେଠାରେ ଶାନ୍ତି ବିରାଜିତ ହେବ। ଯଦି ଅଶୂରୀୟ ଗୋଷ୍ଠୀ ଆମ୍ଭ ଦେଶକୁ ଆସିବେ ଏବଂ ଆମ୍ଭ ରାଜ୍ୟକୁ ଆକ୍ରମଣ କରିବେ, ତେବେ ଆମ୍ଭେ ଇସ୍ରାଏଲର ସାତ ଜଣ ମେଷପାଳକ ଓ ଆଠଜଣ ପ୍ରଧାନ ଲୋକଙ୍କୁ ନିର୍ବାଚନ କରିବୁ।


କେଦରର ସମସ୍ତ ମେଷ ତୁମ୍ଭ ନିକଟରେ ଏକତ୍ରିତ ହେବେ ଓ ନବାୟୋତର ମେଷପଲ ତୁମ୍ଭର ସେବା କରିବେ। ସେମାନେ ଆମ୍ଭଦ୍ୱାରା ଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦି ନିକଟକୁ ଆସିବେ ଓ ଆମ୍ଭେ ଆମ୍ଭର ଭୂଷଣସ୍ୱରୂପ ମନ୍ଦିରକୁ ଭୂଷିତ କରିବା।


ସଦାପ୍ରଭୁ ଏହା କହନ୍ତି, “ଏହା ଶାନ୍ତି ରୂପେ ତା'ର ଜଳପୂର୍ଣ୍ଣ ଝରଣା ଆଡ଼କୁ ବହିବ। ଜାତିଗଣର ଧନ ସମ୍ପତ୍ତି ଗୋଟିଏ ପରିପୂର୍ଣ୍ଣ ଝରଣା ସଦୃଶ, ତୁମ୍ଭେ ସେବକ ହେବ ଏବଂ ଗୋଟିଏ ଅଣ୍ଟାରେ ବହନ ହେବ।


ପର୍ବତ ଉପରକୁ ଯାଅ ଓ କାଠ ନେଇ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କର। ତା'ପରେ ଆମ୍ଭେ ଏହି ଗୃହ ନିମନ୍ତେ ଆନନ୍ଦିତ ହେବା ଓ ଗୌରବାନ୍ୱିତ ହେବା।” ସଦାପ୍ରଭୁ ଏହା କହିଲେ।


‘ତୁମ୍ଭମାନଙ୍କ ମଧ୍ୟରୁ କିଏ ଏହି ମନ୍ଦିରର ପୂର୍ବ ମହିମା ଦେଖିଲା? ଧ୍ୱଂସ ହୋଇ ଯାଇଥିବା ସୁନ୍ଦର ଗୃହ ସହିତ ତୁମ୍ଭେମାନେ ଏହାକୁ ତୁଳନା କରିଛ। ଯଦି ଏହି ଗୃହକୁ ପ୍ରଥମ ଗୃହ ସହିତ ତୁଳନା କର ତେବେ ତୁମ୍ଭର ଦୃଷ୍ଟିରେ ଏହା କିଛି ନୁହେଁ।


ସଦାପ୍ରଭୁ କୁହନ୍ତି, ‘ଆମ୍ଭେ ତା'ର ଚତୁର୍ଦ୍ଦିଗରେ ତା'ର ସୁରକ୍ଷା ପାଇଁ ଅଗ୍ନିର ପ୍ରାଚୀର ତୁଲ୍ୟ ହେବା। ଆମ୍ଭେ ତାକୁ ଆମ୍ଭର ମହିମାରେ ପୂର୍ଣ୍ଣ କରିବା।’” ସଦାପ୍ରଭୁ କୁହନ୍ତି,


ତା'ପରେ ଆତ୍ମାଟି ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ। ଆଉ ସଦାପ୍ରଭୁଙ୍କ ମହିମାରେ ମନ୍ଦିର ପରିପୂର୍ଣ୍ଣ ହେଲା।


Swiv nou:

Piblisite


Piblisite