ଏବ୍ରୀ 10:12 - ପବିତ୍ର ବାଇବଲ12 ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରିଥିଲେ, ଓ ସେହି ବଳିଦାନ ସବୁଦିନ ପାଇଁ ପର୍ଯ୍ୟାପ୍ତ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଚିରକାଳ ପାଇଁ ଉପବେଶନ କଲେ; Gade chapit laଓଡିଆ ବାଇବେଲ12 ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶ ନ କଲେ; Gade chapit laପବିତ୍ର ବାଇବଲ (CL) NT (BSI)12 କିନ୍ତୁ ଖୀଷ୍ଟ ପାପର ପ୍ରାୟଶ୍ଚିତ ସ୍ୱରୂପେ ଚିରକାଳ ପାଇଁ ଗୋଟିଏ ମାତ୍ର ବଳି ଉତ୍ସର୍ଗ କରିଛନ୍ତି। ତା’ପରେ ସେ ଯାଇ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବେଶନ କରିଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶନ କଲେ; Gade chapit la |
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।