ଏବ୍ରୀ 10:15 - ପବିତ୍ର ବାଇବଲ15 ପବିତ୍ରଆତ୍ମା ମଧ୍ୟ ଆମ୍ଭକୁ ଏହା ବିଷୟରେ କୁହନ୍ତି। ପ୍ରଥମରେ ସେ କୁହନ୍ତି: Gade chapit laପବିତ୍ର ବାଇବଲ (Re-edited) - (BSI)15 ଆଉ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କୁ ସାକ୍ଷ୍ୟ ଦିଅନ୍ତି; Gade chapit laଓଡିଆ ବାଇବେଲ15 ଆଉ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କୁ ସେ ବିଷୟରେ ସାକ୍ଷ୍ୟ ଦିଅନ୍ତି; Gade chapit laପବିତ୍ର ବାଇବଲ (CL) NT (BSI)15 ପବିତ୍ରଆତ୍ମା ମଧ୍ୟ ତାଙ୍କର ସାକ୍ଷ୍ୟ ଦେଇ କହିଛନ୍ତି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କୁ ସେ ବିଷୟରେ ସାକ୍ଷ୍ୟ ଦିଅନ୍ତି; Gade chapit la |
ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ୱାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ୱରଙ୍କର ଜଣେ ସେବକ ମାତ୍ର। ତେଣୁ ପରମେଶ୍ୱରଙ୍କୁ ଉପାସନା କର! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ୟ ହେଉଛି ଭବିଷ୍ୟଦ୍ବାଣୀର ମୂଳ ଆତ୍ମା ସ୍ୱରୂପ।’’