ଏବ୍ରୀ 10:3 - ପବିତ୍ର ବାଇବଲ3 ସେମାନେ ଯେଉଁ ବଳି ଗୁଡ଼ିକ ଦିଅନ୍ତି, ତାହା ପ୍ରତିବର୍ଷ ସେମାନଙ୍କୁ ସେମାନଙ୍କର ପାପଗୁଡ଼ିକ ସ୍ମରଣ କରାଇ ଦିଏ। Gade chapit laପବିତ୍ର ବାଇବଲ (Re-edited) - (BSI)3 କିନ୍ତୁ ସେହିସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ; Gade chapit laଓଡିଆ ବାଇବେଲ3 କିନ୍ତୁ ସେହି ସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ; Gade chapit laପବିତ୍ର ବାଇବଲ (CL) NT (BSI)3 କିନ୍ତୁ, ସେପରି ନ ହୋଇ ବର୍ଷକୁ ବର୍ଷ ବଳିଦାନ ଉତ୍ସର୍ଗ କରିବା ଦ୍ୱାରା ମନୁଷ୍ୟକୁ କେବଳ ତା’ର ପାପ ବିଷୟ ସ୍ମରଣ ଦିଆଯାଉଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କିନ୍ତୁ ସେହିସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ; Gade chapit la |