ଏବ୍ରୀ 10:4 - ପବିତ୍ର ବାଇବଲ4 ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛେଳିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ। Gade chapit laଓଡିଆ ବାଇବେଲ4 କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ । Gade chapit laପବିତ୍ର ବାଇବଲ (CL) NT (BSI)4 କାରଣ ବୃକ୍ଷ ଓ ଛାଗର ରକ୍ତ କଦାପି ପାପ ମୋଚନ କରିପାରେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ। Gade chapit la |
ବ୍ୟବସ୍ଥା ଆମ୍ଭକୁ ଭବିଷ୍ୟତରେ ଘଟିବାକୁ ଥିବା ଉତ୍ତମ ବିଷୟ ଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ୟବସ୍ଥା ପ୍ରକୃତ ବିଷୟ ଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ୟବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁହେ। ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସେହି ବଳି ସମର୍ପଣ କାର୍ଯ୍ୟ କରି ଗ୍ଭଲିଥା’ନ୍ତି। କିନ୍ତୁ ବ୍ୟବସ୍ଥା କେବେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।